• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଦୁଇ ରାଜ୍ୟରେ ପ୍ରବଳ ବର୍ଷା, ସ୍ଥଳଭାଗ ଅତିକ୍ରମ କଲା ’ମିଗଜୋମ’

by Voice of Victims
December 5, 2023
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ଦୁଇ ରାଜ୍ୟରେ ପ୍ରବଳ ବର୍ଷା, ସ୍ଥଳଭାଗ ଅତିକ୍ରମ କଲା ’ମିଗଜୋମ’

ଭୁବନେଶ୍ବର: ଭୀଷଣ ବାତ୍ୟା ’ମିଗଜୋମ’ ସମ୍ପ୍ରତି ସ୍ଥଳଭାଗ ଅତିକ୍ରମ କରିଛି। ଆନ୍ଧ୍ର ପ୍ରଦେଶର ବାପଟଲା ସମୁଦ୍ରକୂଳରେ ଏହି ବାତ୍ୟା ଅତିକ୍ରମ କରିଥିବା ସୂଚନା ମିଳିଛି। ଏହା ଫଳରେ ପବନର ବେଗ ୯୦ ରୁ ୧୦୦ କିମି ଝଟକା ପବନ ୧୧୦ କିମି ବେଗରେ ପ୍ରବାହିତ ହେଉଛି ବୋଲି ପାଣିପାଗ ବିଭାଗ କହିଛି। ଏହାଦ୍ବାରା ଦୁଇ ରାଜ୍ୟ ଆନ୍ଧ୍ର ଏବଂ ତାମିଲନାଡୁରେ ପ୍ରବଳ ବର୍ଷା ଲାଗିରହିଛି। ପୂର୍ବରୁ ବାପଟଲାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ଅନୁମାନ କରାଯାଇଥିଲା। ଫଳରେ ସେଠାରୁ ସମସ୍ତଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ତାମିଲନାଡୁରେ ସର୍ବାଧିକ ବର୍ଷା ହୋଇଥିବାର ଜଣାପଡିଛି। କେତେକ ସ୍ଥାନରେ ବନ୍ୟା ପରି ପରିସ୍ଥିତି ସୃଷ୍ଟି ହୋଇଛି। ଏପରିକି ଲୋକଙ୍କ ଘରେ ପାଣି ପଶିଯାଇଥିବାର ଜଣାପଡିଛି। ଏନଡିଆରଏଫ ଟିମ ସେଠାରେ ଉଦ୍ଧାର କାର୍ଯ୍ୟ ଜାରୀ ରଖିଛନ୍ତି। ସେହିପରି ଆନ୍ଧ୍ରରେ ମଧ୍ୟ କ୍ଷତିଗସ୍ତ ସ୍ଥାନରେ ଏନଡିଆରଏଫ ଟିମ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।

Post Views: 241
Share202Tweet126Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In