• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବହୁଭାଷୀ ସାପ୍ତାହିକ ପତ୍ରିକା ‘ଭଏସ୍ ଅଫ୍ ଭିକ୍ଟିମ୍ସ’ ଉନ୍ମୋଚିତ

by Voice of Victims
December 3, 2023
in ମୁଖ୍ୟ ଖବର, ରାଜ୍ୟ
ବହୁଭାଷୀ ସାପ୍ତାହିକ ପତ୍ରିକା ‘ଭଏସ୍ ଅଫ୍ ଭିକ୍ଟିମ୍ସ’ ଉନ୍ମୋଚିତ

ଭୁବନେଶ୍ୱର: ପବିତ୍ର ଏକାମ୍ର କ୍ଷେତ୍ର ସ୍ଥିତ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପରିସର ମଧ୍ୟରେ ବହୁଭାଷୀ ସାପ୍ତାହିକ ପତ୍ରିକା ‘ଭଏସ୍ ଅଫ୍ ଭିକ୍ଟିମ୍ସ’ର ପ୍ରଥମ ସଂଖ୍ୟା ଉନ୍ମୋଚିତ ହୋଇଯାଇଛି । ପତ୍ରିକାର ସମ୍ପାଦକ ଆଡଭୋକେଟ୍ ଜ୍ଞାନ ରଞ୍ଜନ ମିଶ୍ରଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ କରକମଳରେ ଏହି ପତ୍ରିକାକୁ ସମର୍ପଣ ପୂର୍ବକ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚନ କରାଯାଇଥିଲା । ଏହି ଅବସରରେ ସମ୍ପାଦକ ଶ୍ରୀ ମିଶ୍ର କହିଥିଲେ ଯେ ପୀଡ଼ିତ, ଅସହାୟ ଲୋକଙ୍କ ସ୍ୱର ଏହି ପତ୍ରିକା ମାଧ୍ୟମରେ ସରକାରଙ୍କ ନିକଟରେ ପହଞ୍ଚାଯିବ । ସେମାନଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଦିଆଯିବା ପାଇଁ ପ୍ରୟାସ କରାଯିବ । ଏଥିପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଅଶୋକ କୁମାର ରଥଙ୍କ ସମେତ ଚିଫ୍‌ ରିପୋର୍ଟର୍‌ ରଣଜିତ୍‌ ପଟ୍ଟନାୟକ, ସଞ୍ଜୀବ କୁମାର ତରେଇ, କମଳ କୁମାର ଧଳ, ଅମୀୟ ପ୍ରକାଶ ମହାନ୍ତି, ରତ୍ନାକର ମହାମାନସିଂ ଓ ହିମାଂଶୁ ଶେଖର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

Post Views: 340
Share205Tweet128Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In