• About Us
  • Contact Us
Sunday, March 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସ୍ପଷ୍ଟ ହେଲା ବାତ୍ୟା ଚିତ୍ର, ପ୍ରବଳ ବର୍ଷିବ

by Voice of Victims
December 2, 2023
in ଆଞ୍ଚଳିକ ଖବର, ରାଜ୍ୟ
ସ୍ପଷ୍ଟ ହେଲା ବାତ୍ୟା ଚିତ୍ର, ପ୍ରବଳ ବର୍ଷିବ

ଭୁବନେଶ୍ବର: ଶେଷରେ ଅନୁମାନ ସତ ହେଲା। ବଙ୍ଗୋପସାଗରରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବାତ୍ୟା ସମ୍ଭାବନା ସୃଷ୍ଟି ହୋଇଛି। କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶେଷର ଗଭୀର ଅବପାତରେ ପରିଣତ ହୋଇଛି। ଏଥିସହିତ ଏହା ଧିରେଧିରେ ବଳିଷ୍ଠ ହେବାରେ ମଧ୍ୟ ଲାଗିଛି। ଯାହା ବାତ୍ୟା ସୃଷ୍ଟିର ସଙ୍କେତ ପ୍ରଦାନ କରିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା କାଲି ୩ ତାରିଖରୁ ୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ୫ ରୁ ବର୍ଷାର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ। ଏପରିକି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।

Post Views: 291
Tags: A clear picture of the storm
Share199Tweet125Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In