• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ୟୁନାଇଟେଡ୍‌ ଆରବ ଏମିରେଟ୍ସ ର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ

by Voice of Victims
December 2, 2023
in ଦେଶ ବିଦେଶ, ମୁଖ୍ୟ ଖବର
ୟୁନାଇଟେଡ୍‌ ଆରବ ଏମିରେଟ୍ସ ର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 1 ଡିସେମ୍ବର 2023 ରେ ୟୁଏଇରେ ସିଓପି -28 ଶିଖର ସମ୍ମିଳନୀ ଅବସରରେ ସଂଯୁକ୍ତ ଆରବ ଏମିରେଟ୍ସର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ ନାହୟାନଙ୍କୁ ଭେଟିଥିଲେ। ସିଓପି-୨୮ ଶିଖର ସମ୍ମିଳନୀର ସଫଳ ଆୟୋଜନ ପାଇଁ ପ୍ରଧାନମନ୍ତ୍ରୀ ଶେଖ୍ ମହମ୍ମଦ ବିନ୍ ଜାୟେଦଙ୍କୁ ଅଭିନନ୍ଦନ ଜଣାଇଥିଲେ । ସିଓପି-୨୮ରେ ସବୁଜ ଜଳବାୟୁ କାର୍ଯ୍ୟକ୍ରମ (ଜିସିପି) ଉପରେ ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମ ର ସହ ଆୟୋଜନ କରିଥିବାରୁ ସେ ରାଷ୍ଟ୍ରପତି ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହୟାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଉଭୟ ନେତା ସେମାନଙ୍କର ବ୍ୟାପକ ଏବଂ ଗୁରୁତ୍ବପୂର୍ଣ୍ଣ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିଥିଲେ। ଇସ୍ରାଏଲ-ହାମାସ ବିବାଦ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ। ଆସନ୍ତା ମାସରେ ଭାରତରେ ଆୟୋଜିତ ହେବାକୁ ଥିବା ଭାଇବ୍ରେଣ୍ଟ ଗୁଜରାଟ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହୟାନ୍ ଙ୍କୁ ନିମନ୍ତ୍ରଣ କରିଥିଲେ ।

Post Views: 390
Share200Tweet125Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In