• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

୪୧ କେଜି ଗଞ୍ଜେଇ ଜବତଗଞ୍ଜେଇ ସହ କାର ଓ ଚାଲାଣକାରୀ ଗିରଫ

by Voice of Victims
December 14, 2023
in ମୁଖ୍ୟ ଖବର, ରାଜ୍ୟ
୪୧ କେଜି ଗଞ୍ଜେଇ ଜବତଗଞ୍ଜେଇ ସହ କାର ଓ ଚାଲାଣକାରୀ ଗିରଫ

ରଣପୁର : ଭଞ୍ଜନଗରରୁ ଭୁବେନେଶ୍ୱରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି ବସିଲା ରଣପୁର ପୋଲିସ | ରଣପୁର କୋଟଗଡ଼ ଘାଟି ନିକଟରେ ଚଢ଼ାଉ କରି ଗଞ୍ଜେଇ ଜବତ କଲା ରଣପୁର ପୋଲିସ | ଗୋଟିଏ ଟାଟା ଟିଆଗୋ କାର ସହ ୪୧ କେଜି ଗଞ୍ଜେଇ ଜବତ କରିଛି ରଣପୁର ପୋଲିସ | ଏହାସହ ଚୋରା ଚାଲାଣ ଅଭିଯୋଗରେ ଜଣେ ଯୁବକକୁ ଗିରଫ କରିଛି ରଣପୁର ପୋଲିସ | ଅଭିଯୁକ୍ତର ନାମ ସରୋଜ କୁମାର ସାହୁ, ଘର ପୁରୀ ଜିଲ୍ଲା ପିପିଲି ଅଞ୍ଚଳରେ ବୋଲି ଜଣା ପଡିଛି | ଅଭିଯୁକ୍ତ ସରୋଜ ରିତି ମତ ଭାବେ ଗଞ୍ଜେଇ ଚୋରା ଚାଲାଣ କରି ଆସୁଥିଲା |

ଏ ନେଇ ରଣପୁର ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଥାନା ଅଧିକାରୀଙ୍କ ନିହାର ରଞ୍ଜନ ମହାନ୍ତିଙ୍କ ନିର୍ଦ୍ଦେଶରେ ସୁନାଖଳା ଫାଣ୍ଡି ଅଧିକାରୀ ପ୍ରୀତି ପ୍ରକାଶ ମହାନ୍ତି ନେତୃତ୍ୱରେ ସଦଳ ବଳେ କୋଟାଗଡ଼ ଘାଟି ନିକଟ ପାର୍କ ଠାରେ ଛକି ରହିଥିଲା | ସେହି ଠାରୁ ରଣପୁର ପୋଲିସ କାର ସହ ୪୧ ଜବତ ଜବତ କରି ଅଭିଯୁକ୍ତକୁ ଗିରଫ କରିଛି | ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ଦେଢ଼ ଲକ୍ଷ ହେବ ବୋଲି ଶରଣକୂଳ ଏସ.ଡି.ପି.ଓ ସୁଧାକର ସାହୁ ପ୍ରେସ ମିଟ୍ ରେ ସୂଚନା ଦେଇଛନ୍ତି | ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି | ପ୍ରେସ ମିଟ୍ ରେ ରଣପୁର ଆଇ.ଆଇ.ସି ନିହାର ରଞ୍ଜନ ମହାନ୍ତି, ସୁନାଖଳା ଫାଣ୍ଡି ଅଧିକାରୀ ପ୍ରତି ପ୍ରକାଶ ମହାନ୍ତି ଓ ଥାନାର ଅନ୍ୟ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ |

Post Views: 292
Share204Tweet128Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In