• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୁଭଦ୍ରା ଦ୍ଵିତୀୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ମହିଳା, ବଞ୍ଚିତ ହିତାଧିକାରୀ ରାକ୍ଷୀ ପୂର୍ଣ୍ଣିମାରେ ପାଇବେ ଟଙ୍କା

by Voice of Victims
March 19, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର : ସୁଭଦ୍ରା ଦ୍ଵିତୀୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ମହିଳା ।  ରାସନକାର୍ଡ ଓ ଇନକମରେ ତାଳମେଳ ଖିଲାପ ଯୋଗୁଁ ୧ ଲକ୍ଷ ମହିଳା ଅସୁବିଧା ଭୋଗୁଛନ୍ତି ।  ମାର୍ଚ୍ଚ ୩୧ ପରେ ହେବ ୱାନ୍ ଟୁ ୱାନ ସର୍ଭେ।  ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀ ପାଇବେ ଦ୍ଵିତୀୟ କିସ୍ତି ।  ସୁଭଦ୍ରା ଯୋଜନାରେ ୧ଲକ୍ଷ ମହିଳା ସୁଭଦ୍ରାର ଦ୍ଵିତୀୟ କିସ୍ତି ପାଇବାରେ ବଞ୍ଚିତ ଅଛନ୍ତି।

ଯେଉଁମାନେ ପ୍ରଥମ କିସ୍ତି ପାଇଥିଲେ, ଦ୍ଵିତୀୟ କିସ୍ତି ଆସିବା ବେଳେ ତାଙ୍କ ପାଖରେ ଥିବା ରାସନ୍ କାର୍ଡ କୁ ଆୟ ବର୍ଗ ଅଧିକ ଥିବାରୁ ରାସନ୍ କାର୍ଡ ଫେରେଇଛନ୍ତି ।  ସେଇ କାରଣରୁ ୧ଲକ୍ଷ ମହିଳାଙ୍କୁ ଅସୁବିଧା ଭୋଗ କରିବାକୁ ପଡିଛି ।  କିଛି ମହିଳା ତାଙ୍କ ଭିତରୁ ଗାଡ଼ି କିଣିଛନ୍ତି ।  ୫ ଏକର ଜମି ନଥାଇ ଧାନ ମଣ୍ଡିରେ ଅଧିକ ଧାନ ଦେଇଛନ୍ତି।

ଏ ଯେଉଁ ଅସୁବିଧା ହିତାଧିକାରୀ ଚୟନ ପ୍ରକ୍ରିୟାକୁ ଚାଲେଞ୍ଜ କରିଛି ।  ସେ କାରଣରୁ ୧ଲକ୍ଷ ମହିଳାଙ୍କ ରିଭ୍ୟୁ ଚାଲିଛି ।  ରକ୍ଷାବନ୍ଧନ ସମୟରେ ଯେଉଁମାନେ ତାଙ୍କ ଭିତରୁ ଯୋଗ୍ୟ ହେବେ ସେହି ସମୟର ତାଙ୍କ କିସ୍ତି ତାଙ୍କୁ ମିଳିବ।  ଆସନ୍ତା ମାର୍ଚ୍ଚ ୩୧ଯାଏଁ ସୁଭଦ୍ରା ର ଆବେଦନ ଅବଧି ରହିଛି ।  ୨୧ ବର୍ଷ ଯାହାକୁ ହେଇଯିବ ସେମାନେ ଆବେଦନ କରିପାରିବେ ।  ଯେଉଁମାନେ ବଞ୍ଚିତ ରହିଛନ୍ତି ୩୧ ପରେ ୱାନ ଟୁ ୱାନ ସର୍ଭେ ହେବ କଣ କାରଣ ରହିଚି ଓ ସମସ୍ୟାର ସମାଧାନ ହେବ ।

Post Views: 70
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In