• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଏନକାଉଣ୍ଟରରେ ୧୦ ମାଓବାଦୀ ନିହତ

by Voice of Victims
November 22, 2024
in ମୁଖ୍ୟ ଖବର, ରାଜ୍ୟ
ଏନକାଉଣ୍ଟରରେ ୧୦ ମାଓବାଦୀ ନିହତ

ନୂଆଦିଲ୍ଲୀ: ଛତିଶଗଡ଼ ସୁକୁମାରେ ଏକ ବଡ଼ ଧରଣର ଏନକାଉଣ୍ଟର ହୋଇଛି । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରେ ୧୦ ଜଣ ମାଓବାଦୀ ନିପାତ ହୋଇଛନ୍ତି । ମାଓବାଦୀମାନେ ଖସି ପଳାଉଥିବାବେଳେ ଡିଆରଜି ଯବାନମାନେ ଗୁଳି ଚଳାଇଥିଲେ । କୋଣ୍ଟା ଓ ଭେଜି ଅଞ୍ଚଳରେ କରାଯାଉଥିବା ସର୍ଚ୍ଚ ଅପରେସନବେଳେ ଏହି ଏନକାଉଣ୍ଟର ଘଟିଛି । ଆଉ ବର୍ତ୍ତମାନ ସୁଦ୍ଧା ମିଳିଥିବା ଖବର ଅନୁଯାୟୀ ୧୦ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବର୍ତ୍ତମାନ ବି ସର୍ଚ୍ଚ ଅପରେସନ ଜାରି ରହିଛି ।  ସୂଚନାନୁଯାୟୀ, ମାଓବାଦୀମାନେ ଓଡ଼ିଶା ଦେଇ ଛତିଶଗଡ଼ରେ ପ୍ରବେଶ କରୁଥିବା ନେଇ ସୁରକ୍ଷାବାହିନୀକୁ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ଡିଆରଜି ବାହିନୀ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In