• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଶ୍ଵବିଦ୍ୟାଳୟ ଖାଲି ପଡିଛି ୧୪୩୦ ଅଧ୍ୟାପକ ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀ

by Voice of Victims
December 5, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଳୁ ସଂକଟକୁ ନେଇ ପୁଣି ଗୃହ ଉଷ୍ଣ, ବିରୋଧୀଙ୍କ କକ୍ଷତ୍ୟାଗ

ଭୁବନେଶ୍ୱର: ବିଶ୍ଵବିଦ୍ୟାଳୟରେ ଅଧ୍ୟାପକ ମରୁଡ଼ି । ଖାଲି ପଡିଛି ୧୪୩୦ ପଦବୀ । ଏଥିରୁ ୨୬୧ ଅଧ୍ୟାପକ, ୪୫୯ ସହଯୋଗୀ ଅଧ୍ୟାପକ ଓ ୭୧୦ ସହକାରୀ ଅଧ୍ୟାପକ ପଦବୀ ଖାଲି ପଡିଛି । ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ଆଜି ଧିରୁବ ଚରଣ ସାହୁଙ୍କ ପ୍ରଶ୍ନ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅନୁଗ୍ରହ କରି କହିବେ କି ରାଜ୍ୟରେ ସରକାରୀ ବିଶ୍ୱ ବିଦ୍ୟାଳୟ କଲେଜ ଓ ଅନୁଦାନପ୍ରାପ୍ତ ଘରୋଇ କଲେଜଗୁଡିକରେ ବେଳେ ଅଧ୍ୟାପକ ଓ ଅଧ୍ୟାପିକା ପଦବୀ ଖାଲି ରହିଛି ଓ ସେସବୁର ପୁରଣ ପାଇଁ ସରକାର କି ପଦକ୍ଷେପ ନେଉଛନ୍ତି ।

ଏହାର ଉତ୍ତରରେ ମନ୍ତ୍ରୀ କହିଛନ୍ତି, ୧୪ଟି ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ୬ଟି ବିଶ୍ୱବିଦ୍ୟାଳୟର ଆଶାୟୀ କୁଳପତି ମାନଙ୍କ ସାକ୍ଷାତକାର କାର୍ଯ୍ୟକ୍ରମ ବି ସରିଛି । ସେପଟେ ସରକାରୀ ମହାବିଦ୍ୟାଳୟରେ ୫୬୬ ଅଧ୍ୟାପକ ପଦବୀ ଖାଲି ପଡିଛି । ୩୮୫ ପଦବୀ ପାଇଁ OPSC ବିଜ୍ଞାପନ ଜାରି କରିଥିଲେ । ତାହାର ଚୟନ ପ୍ରକ୍ରିୟା ଜାରି ଅଛି । ୩୦୪ ଅଧ୍ୟାପକ ପଦବୀ ପୂରଣ ପାଇଁ OPSCକୁ ଅନୁରୋଧ କରିଛନ୍ତି । ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ କଲେଜ ଗୁଡିକରେ ୧୬୮୯ ଅଧ୍ୟାପକ ପଦବୀ ଖାଲି ପଡିଛି । ୩୦୦ ଅଧ୍ୟାପକ ଡେପୁଟେସନ ଆକାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ କାମ କରୁଛନ୍ତି ।

Post Views: 21
Share198Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In