• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ

by Voice of Victims
September 30, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଜଣ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି ।  ଏ ସମ୍ପର୍କରେ ସୋମବାର ଦିନ ନିର୍ଦ୍ଦେଶ ଜାରି କରାଯାଇଛି। ସୂଚନା ଅନୁଯାୟୀ, ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି ଏବଂ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ଦିଲ୍ଲୀର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟରେ ନିର୍ଦ୍ଦେଶକ ଭାବରେ ପାଞ୍ଚ ବର୍ଷ ପାଇଁ ନିଯୁକ୍ତ କରାଯାଇଛି ।  ଭାରତ ସରକାରଙ୍କ କାର୍ମିକ ଏବଂ ତାଲିମ ବିଭାଗ ପକ୍ଷରୁ ଆଜି ଏହି ସମ୍ପର୍କରେ ଓଡ଼ିଶାର ମୁଖ୍ୟ ସଚିବଙ୍କୁ ଏକ ଚିଠି ଜାରି କରାଯାଇଛି।

ସେହିପରି, ୨୦୧୪ ବାଥ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସୁଶ୍ରୀ ସ୍ୱାଧା ଦେବ ସିଂହଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ନୂଆଦିଲ୍ଲୀର ଆରଜିଆଇ (ମୁଖ୍ୟାଳୟ) କାର୍ଯ୍ୟାଳୟରେ ଜନଗଣନା କାର୍ଯ୍ୟ ନିର୍ଦ୍ଦେଶକ / ନାଗରିକ ପଞ୍ଜୀକରଣ ନିର୍ଦ୍ଦେଶକ (ଉପସଚିବ ସ୍ତରୀୟ) ପଦବୀରେ ନିଯୁକ୍ତି ଦିଆଯାଇଥିଲା।

Post Views: 50
Share198Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In