• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୨ ଓଡ଼ିଆ ସରକାରୀ ଅଧିକାରୀଙ୍କୁ ଆଇଏଏସ ନିଯୁକ୍ତି

by Voice of Victims
November 29, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
୨ ଓଡ଼ିଆ ସରକାରୀ ଅଧିକାରୀଙ୍କୁ ଆଇଏଏସ ନିଯୁକ୍ତି

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଦୁଇଜଣ ସରକାରୀ ଅଧିକାରୀଙ୍କୁ IAS କ୍ୟାଡରକୁ ପଦୋନ୍ନତି ଦେଇଛନ୍ତି । ଶୁକ୍ରବାର ଦିନ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସର ସୁନ୍ଦର ମାଧବ ପାଢ଼ୀ ଏବଂ ଓଡ଼ିଶା ଫାଇନାନ୍ସ ସର୍ଭିସର ସ୍ମିତା ପାଣିଙ୍କୁ ଆଇଏଏସ୍ କ୍ୟାଡରକୁ ପଦୋନ୍ନତି ଦିଆଯାଇଛି ।

ବିଜ୍ଞପ୍ତିରେ କୁହାଯାଇଛି ଯେ ଭାରତର ରାଷ୍ଟ୍ରପତି ଭାରତୀୟ ପ୍ରଶାସନିକ ସେବା (ନିଯୁକ୍ତି) ନିୟମ, ୧୯୫୪ର ନିୟମ ୮(୨), ଭାରତୀୟ ପ୍ରଶାସନିକ ସେବା (ଚୟନ ଦ୍ୱାରା ନିଯୁକ୍ତି) ନିୟମ, ୧୯୯୭ର ନିୟମ ୮ ଏବଂ ଭାରତୀୟ ପ୍ରଶାସନିକ ସେବା (ପରୀକ୍ଷଣ) ନିୟମ, ୧୯୫୪ର ନିୟମ ୩ ଅନୁଯାୟୀ ଉଭୟ ଅଧିକାରୀଙ୍କୁ IAS କ୍ୟାଡରକୁ ପଦୋନ୍ନତି ଦେଇଛନ୍ତି । ରାଷ୍ଟ୍ରପତି ରାଜ୍ୟ ସରକାରଙ୍କ ସହିତ ପରାମର୍ଶ କରି ଓଡ଼ିଶା କ୍ୟାଡରରେ ଆବଣ୍ଟିତ କରିଛନ୍ତି ।

Post Views: 44
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In