• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଲୋକାର୍ପିତ ହେଲା ‘ଆମ ବସ୍‌ଷ୍ଟାଣ୍ଡ’

by Voice of Victims
February 15, 2024
in ମୁଖ୍ୟ ଖବର, ରାଜ୍ୟ
ଲୋକାର୍ପିତ ହେଲା  ‘ଆମ ବସ୍‌ଷ୍ଟାଣ୍ଡ’

ଭୁବନେଶ୍ବର: ଆରମ୍ଭ ହେଲା ଆମ ବସଷ୍ଟାଣ୍ଡ ଯୋଜନା । ଲୋକାର୍ପିତ ହେଲା ଆମ ବସଷ୍ଟାଣ୍ଡ । ୧୩ ଜିଲ୍ଲାରେ ୨୦ଟି ଆମ ବସଷ୍ଟାଣ୍ଡକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି । ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହି ବସଷ୍ଟାଣ୍ଡ ନିର୍ମାଣ କରାଯାଇଛି । ଏ ସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ । ଏହି ବସ୍‌ଷ୍ଟାଣ୍ଡରେ ଉନ୍ନତମାନର ପରିବହନ ସେବା ମିଳିବ । ପରିବହନ ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବାକୁ ଆମ ବସଷ୍ଟାଣ୍ଡ ଯୋଜନାର ପରିକଳ୍ପନା କରାଯାଇଥିଲା । ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆମ ବସଷ୍ଟାଣ୍ଡର ଉଦଘାଟନ ସରିଛି । ପ୍ରଥମ ପର୍ୟ୍ୟାୟରେ ୫୫ଟି ପ୍ରକଳ୍ପ ହାତକୁ ନିଆଯାଇଥିଲା ଯେଉଁ ମଧ୍ୟରୁ ୨୩ଟି ବସଷ୍ଟାଣ୍ଡକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି । ଏବେ ଆଉ ୨୦ଟି ବସଷ୍ଟାଣ୍ଡର ଲୋକାର୍ପଣ ହେଉଛି ।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In