• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ୨୦,୧୫୦ ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ

by Voice of Victims
November 29, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟରେ ୨୦,୧୫୦ ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ

ଭୁବନେଶ୍ୱର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ମହିଳା ଓ ଶିଶୁ ବିକାଶ ବିଭାଗ ସଂପର୍କରେ ଆଲୋଚନା ଚାଲିଛି । ବିଧାନସଭାରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଓଡ଼ିଶାରେ ୨୦,୧୫୦ ଅଙ୍ଗନବାଡ଼ିର ନିଜସ୍ୱ ଗୃହ ନାହିଁ । ୭,୩୮୯ଟି ଅଙ୍ଗନବାଡ଼ିର ଗୃହନିର୍ମାଣ ଚାଲିଥିବାବେଳେ ୩,୮୯୦ ଅଙ୍ଗନବାଡ଼ି ଭଡ଼ା ଘରେ ଚାଲିଛି ।

ବିଜେଡି ବିଧାୟକ ଅଶ୍ୱିନୀ ପାତ୍ରଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ଉତ୍ତର ରଖି କହିଛନ୍ତି ଯେ, ରାଜ୍ୟରେ ମୋଟ ୭୪, ୨୨୪ ଟି ଅଙ୍ଗନବାଡି କେନ୍ଦ୍ର ଅଛି । ସେହି ମଧ୍ୟରୁ ଏବେ ୫୪, ୦୭୪ଟି ଅଙ୍ଗନବାଡି ନିଜସ୍ୱ ଗୃହରେ ଚାଲିଛି । ୧୦, ୪୧୬ଟି ମିନି ଅଙ୍ଗନବାଡି କେନ୍ଦ୍ର ଅଙ୍ଗନବାଡି କେନ୍ଦ୍ରକୁ ପରିବର୍ତ୍ତନ ହୋଇଥିବାବେଳେ ୪୫୭୪ଟି ଅଙ୍ଗନବାଡି କେନ୍ଦ୍ର ସ୍କୁଲ ଘରେ ଚାଲିଛି ଏବଂ ୧୦,୪୬୯ ଟି ଅଙ୍ଗନବାଡି କେନ୍ଦ୍ର କମ୍ୟୁନିଟି ସେଣ୍ଟରରେ ଚାଲିଛି । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ପୂର୍ବରୁ ଅଙ୍ଗନବାଡ଼ିଗୁଡ଼ିକର ଗୃହ ନିର୍ମାଣ ପାଇଁ ୧୫ ଲକ୍ଷ ଟଙ୍କାର ବ୍ୟବସ୍ଥା ରହିଥିଲା ।

ତେବେ ୧୮-୦୨ -୨୦୨୫ରେ ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଜାରି ପତ୍ର ଅନୁଯାୟୀ ଅଙ୍ଗନବାଡ଼ିଗୁଡ଼ିକର ଗୃହ ନିର୍ମାଣ ପାଇଁ ୩୨ ଲକ୍ଷ ଟଙ୍କାର ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ଅଙ୍ଗନବାଡ଼ିଗୁଡ଼ିକର ଶତ ପ୍ରତିଶତ ନିଜସ୍ୱ ଗୃହ କରାଯିବା ଲାଗି ସରକାର ପ୍ରଚେଷ୍ଟା ଚଳାଇଛନ୍ତି । ଜାଗା ନ ଥିଲେ ପଞ୍ଚାୟତିରାଜ ବିଭାଗ ସହଯୋଗରେ ଜାଗା କିଣାଯିବ ବୋଲି ପରିଡା କହିଛନ୍ତି ।

Post Views: 45
Share201Tweet126Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In