• About Us
  • Contact Us
Tuesday, February 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ, ଛତିଶଗଡ଼ ସୁକମା ଏସପିଙ୍କ ନିକଟରେ ଆତ୍ମସମର୍ପଣ

by Voice of Victims
February 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ, ଛତିଶଗଡ଼ ସୁକମା ଏସପିଙ୍କ ନିକଟରେ ଆତ୍ମସମର୍ପଣ

ମାଲକାନଗିରି :  ଭୁଶୁଡ଼ୁଛି ଲାଲଗଡ଼ । ୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ। ଛତିଶଗଡ଼ ସୁକମା ଏସପିଙ୍କ ନିକଟରେ ୨୨ ହାର୍ଡକୋର ମାଓବାଦୀ ସରେଣ୍ଡର କରିଛନ୍ତି ।  ଶିର୍ଷ ନେତାଙ୍କ ଏନକାଉଣ୍ଟର ସହ ସରକାରଙ୍କ ମାଓ ଦମନ ନୀତିରେ ଅନୁପ୍ରାଣିତ ହୋଇ ସମାଜରେ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି ମାଓବାଦୀ। 

ଆତ୍ମସମର୍ପଣ ପରେ ସମସ୍ତ ମାଓବାଦୀଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ସହ ସବୁ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇ ଦିଆଯାଇଥିବା କହିଛନ୍ତି ସୁକମା ASP ରୋହିତ ସାହା।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ଯାଜପୁର ଏନ.ସି ହାଇସ୍କୁଲର ପ୍ଲାଟିନିୟମ ଜୁବୁଲି ଉତ୍ସବ
  • ଦ୍ୱିତୀୟ ବୈତରଣୀ ପ୍ରାବନ୍ଧ ସାହିତ୍ୟ ସମ୍ମାନ 2026 ରେ ସମ୍ମାନିତ ହେଲେ ଡକ୍ଟର ପ୍ରଭାତ କୁମାର ସାହୁ
  • ଟି୨୦ ବିଶ୍ବକପ ୨୦୨୬ରୁ ବିଦା ହେଲା ଅଷ୍ଟ୍ରେଲିଆ, ପ୍ରଥମ ଥର ପାଇଁ ସୁପର-୮କୁ ଗଲା ଜିମ୍ବାୱେ
  • ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିଖ ରହମାନ, ଭାରତ ତରଫରୁ ଓମ୍ ବିରଲା ଉପସ୍ଥିତ
  • ଓଡ଼ିଶା ବିଧାନସଭାରେ ରାଜ୍ୟପାଳଙ୍କ ବିକାଶର ରୋଡମ୍ୟାପ୍, ୨୦୩୬ ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନର ଲକ୍ଷ୍ୟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In