• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୨୯ ନକ୍ସଲଙ୍କ ଆତ୍ମସମର୍ପଣ

by Voice of Victims
January 29, 2025
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୨୯ ନକ୍ସଲଙ୍କ ଆତ୍ମସମର୍ପଣ

ଭୁବନେଶ୍ବର: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ସଂଗଠନ ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି ୨୯ ମାଓବାଦୀ। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସିପିଙ୍କ ସମ୍ମୁଖରେ ଏମାନଙ୍କ ମଧ୍ୟରେ ୨୦ ପୁରୁଷ ଏବଂ ୭ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସଂଗଠନ ଦୁର୍ବଳ ହେବା ସହ ପୁଲିସର ଘନ ଘନ ଚଢ଼ାଉରେ ଭୟଭୀତ ହେବା ସହ ସଂଗଠନ ପୂର୍ବ ଭଳି ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିହୀନ ବୋଲି ହୃଦୟଙ୍ଗମ କରି ସରକାରଙ୍କ ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହୋଇ ସଂଗଠନ ଛାଡ଼ିଥିବା ଏମାନେ କହିଛନ୍ତି। ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଆର୍ôଥକ ସହାୟତା ପ୍ରଦାନ କରାଯିବା ସହ ଆଗାମୀ ଦିନରେ ଥଇଥାନ କରାଯିବ ବୋଲି ପୁଲିସ କହିଛି।

Post Views: 51
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In