• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୩ ମହିଳା ନକ୍ସଲ ଗିରଫ

by Voice of Victims
December 29, 2024
in ମୁଖ୍ୟ ଖବର, ରାଜ୍ୟ
୩ ମହିଳା ନକ୍ସଲ ଗିରଫ

ମାଲକାନଗିରି: ଓଡ଼ିଶା ପୁଲିସକୁ ମିଳିଛି ବଡ଼ ସଫଳତା। ୩ ଦୁର୍ଦ୍ଦାନ୍ତ ମହିଳା ନକ୍ସଲଙ୍କୁ କରିଛି ଗିରଫ। ସେମାନଙ୍କ ମଧ୍ୟରୁ ଜଣେ ଏସିଏମ୍‌ ରାଙ୍କର। ସେହିପରି ଏହି ୩ ଜଣଙ୍କ ମୁଣ୍ଡ ଉପରେ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି। ଗୁଇନ୍ଦା ରିପୋର୍ଟ ଆଧାରରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଗୁଣ୍ଠାବେଡ଼ା ଜଙ୍ଗଲରୁ ଏହି ୩ ନକ୍ସଲଙ୍କୁ ଗିରଫ କରିଛି ପୁଲିସ। ଗିରଫ ନକ୍ସଲମାନେ ହେଉଛନ୍ତି ସ୍ୱପ୍ନା ଓରଫ ଚନ୍ଦ୍ରମା ଖିଲୋ, ବବିତା ଓରଫ କମଳା ଖିଲୋ ଓ ସୁନୀତା ଖିଲୋ। ସେମାନଙ୍କ ଘର ମାଲକାନଗିରି ଜିଲ୍ଲା ଯୋଡ଼ାମ୍ବ ଥାନା ଧାକଡ଼ପଦର ଗାଁରେ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In