• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୩୪ ଜଣ ଶିକ୍ଷକ ଶିକ୍ଷ୍ୟୟତ୍ରୀଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା

by Voice of Victims
December 16, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
୩୪ ଜଣ ଶିକ୍ଷକ ଶିକ୍ଷ୍ୟୟତ୍ରୀଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା

ରଣପୁର, ୧୪/୧୨ : ଶନିବାର ଦିନ ରଣପୁର ବ୍ଲକର ୩୪ ଜଣ ୩୪ ଜଣ ଶିକ୍ଷକ ଶିକ୍ଷ୍ୟୟତ୍ରୀଙ୍କୁ ସମନ୍ୱୟ ଶିକ୍ଷକ ସଙ୍ଘ ଦ୍ୱାରା ସେବା ନିବୃତ୍ତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀ ଯୋଗ ଦେଇ ଶିକ୍ଷକତା କ୍ଷେତ୍ରରୁ ଅବସର ନେଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଉପଢକନ, ପୁଷ୍ପଗୁଛ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ |

ଅନ୍ୟମାନଙ୍କ ମଧ୍ୟରେ ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ ମହାସଚିବ ଜ୍ୟୋତି ରଞ୍ଜନ ଦାଶ, ସମନ୍ୱୟ ଶିକ୍ଷକ ସଂଘର କାର୍ଯ୍ୟକାରୀ ସଭାପତି ଅନିଲ କୁମାର ପାଇକରାୟ, ସମ୍ପାଦକ ଜ୍ୟୋତି ରଞ୍ଜନ କର, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ, ପ୍ରାଥମିକ ଶିକ୍ଷକ ସଙ୍ଘର ସଭାପତି ବିଶ୍ୱଜିତ ମହାପାତ୍ର , ବ୍ଲକଗ୍ରାଣ୍ଟ ଶିକ୍ଷକ ସଙ୍ଘ ସଭାପତି ସ୍ମୃତି ରଂଜନ ଦାଶ ଓ ପବିତ୍ର ମୋହନ ସାମନ୍ତରାୟ ପ୍ରମୁଖ ମଂଚାସୀନ ଥିଲେ | ବିଭିନ୍ନ କର୍ମକର୍ତ୍ତା ଓ ଶିକ୍ଷକ ଶିକ୍ଷୟତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ |

Post Views: 46
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In