• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

କାଲିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

by Voice of Victims
December 2, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କାଲିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : କାଲିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ରୁ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି କରାଯାଇଛି । ୩ ତାରିଖରେ ଅପରାହ୍ଣ ୪ଟା ୫୦ରୁ ସନ୍ଧ୍ୟା ୫ଟା ୫୦ ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି । ୪ ତାରିଖରେ ସକାଳ ୮ଟା ୫୦ରୁ ୯ଟା ୩୦ ପର୍ଯ୍ୟନ୍ତ କଟକଣା । ୫ ଓ ୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଟ୍ରାଫିକ କଟକଣା । ୫ରେ ସନ୍ଧ୍ୟା ୫ରୁ୭ଟା କଳ୍ପନା ଛକ-ଲିଙ୍ଗିପୁର ଭାରୀଯାନ, ବସ୍ ମନା କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ହୋଇଛି କାରକେଡ ରିହର୍ସଲ । ବ୍ଲୁ ବୁକ୍ ଅନୁଯାୟୀ ହେବ ସୁରକ୍ଷା ବ୍ୟବସ୍ଥା।ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ପାଇଁ ନୀଳାଦ୍ରି ବିହାର ଯିବେ । ସେଠାରୁ ରାତ୍ରୀଯାପନ ପାଇଁ ରାଜଭବନ ଯିବେ। ରାଷ୍ଟ୍ରପତି ଯାଉଥିବା ରାସ୍ତାରେ ନୋ ଫ୍ଲାଇଙ୍ଗ୍ ଜୋନ ରହିବ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩ ଜଣ ଡିସିପି ରାଙ୍କର ଅଫିସର , ୧୫ ଜଣ ଆଡିସନାଲ DCP ରାଙ୍କର ଅଫିସର ୪୫ ଏସିପି ରାଙ୍କର ଅଫିସର ୨୦୦ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ରାଙ୍କର ଅଫିସର ଦାୟିତ୍ୱରେ ରହିବେ । ଟ୍ରାଫିକ ବ୍ୟବସ୍ଥା ମିଶି ୪୦ ପ୍ଲାଟୁନରୁ ଉର୍ଦ୍ଧ୍ବ ଫୋର୍ସ ମୁତୟନ ହେବ ।

Post Views: 45
Share199Tweet124Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In