• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୨୩ରେ ବାତ୍ୟା, ୨୪ରେ ଲ୍ୟାଣ୍ଡଫଲ୍ : ଆଇଏମ୍‌ଡି

by Voice of Victims
October 20, 2024
in ମୁଖ୍ୟ ଖବର, ରାଜ୍ୟ
୨୩ରେ ବାତ୍ୟା, ୨୪ରେ ଲ୍ୟାଣ୍ଡଫଲ୍ : ଆଇଏମ୍‌ଡି

ଭୁବନେଶ୍ଵର: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏ ନେଇ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିି ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ। ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ସମ୍ଭାବ୍ୟ ବାତ୍ୟା। ୨୪ ତାରିଖ ସକାଳେ  ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଏ ନେଇ ଆଇଏମଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅବପାତର ପ୍ରଭାବରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ୱର୍ବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Post Views: 49
Tags: Cyclone on 23rd
Share199Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In