• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବାତ୍ୟା ପାଇଁ ଦୁଇ ଦିନ ବନ୍ଦ ରହିବ ଧଉଳି ଶାନ୍ତି ସ୍ତୁପ

by Voice of Victims
October 24, 2024
in ମୁଖ୍ୟ ଖବର, ରାଜ୍ୟ
ବାତ୍ୟା ପାଇଁ ଦୁଇ ଦିନ ବନ୍ଦ ରହିବ ଧଉଳି ଶାନ୍ତି ସ୍ତୁପ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା “ଦାନା”ପାଇଁ ଦୁଇ ଦିନ ଧଉଳି ଶାନ୍ତି ସ୍ତୁପ ପର୍ଯ୍ୟଟକ ମାନଙ୍କ ନିମନ୍ତେ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ଦାନାର ଗଭୀର ପ୍ରଭାବ ରେ ଜିଲ୍ଲାର ସମୁନ୍ଦ୍ର ଉପକୂଳ ଅଞ୍ଚଳ ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବିଜୁଳି ଏବଂ ପାଗ ଖରାପ ରହିବା ଦୃଷ୍ଟିକୁ ଆଖି ଆଗରେ ରଖି ଆଜି ଠାରୁ ଦୁଇ ଦିନ ପାଇଁ ପର୍ଯ୍ୟଟକ ମାନଙ୍କ ନିମନ୍ତେ ଧଉଳି ଶାନ୍ତି ସ୍ତୁପ ବନ୍ଦ ରଖିବାକୁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତି ନିଯାଇଅଛି। ତଦନୁଯାୟୀ ଧଉଳି ଶାନ୍ତି ସ୍ତୁପ ଆଜି ତା ୨୪.୧୦.୨୦୨୪ରିଖ ଅପରାହ୍ନ ୧ ଘଟିକା ରୁ ଆସନ୍ତା କାଲି ତା ୨୫.୧୦.୨୦୨୪ରିଖ ଅପରାହ୍ନ ୫ ଘଟିକା ପର୍ଯ୍ୟନ୍ତ ବନ୍ଦ ରଖାଯିବ ବୋଲି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣାଙ୍କ ନିର୍ଦ୍ଦେଶରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଏବଂ ସହକାରୀ ନିର୍ଦେଶକ ପର୍ଯ୍ୟଟନ, ଖୋର୍ଦ୍ଧା ଶ୍ରୀ ଅଞ୍ଜନ ବାରିକ ପ୍ରକାଶ କରିଛନ୍ତି। ଏହା ସମସ୍ତ ପର୍ଯ୍ୟଟକ ତଥା ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣାଇ ଦିଆଯାଇଛି।

Post Views: 150
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In