• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆସିବ ଦେବାଳୟ ଯୋଜନା

by Voice of Victims
October 28, 2024
in ମୁଖ୍ୟ ଖବର, ରାଜ୍ୟ
ଆସିବ ଦେବାଳୟ ଯୋଜନା

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାର ଆଉ ଏକ ଯୋଜନା ଆଣିବାକୁ ଯାଉଛନ୍ତି । ତାହା ହେଲା ଦେବାଳୟ ଯୋଜନା । ରାଜ୍ୟରେ ଥିବା ମଠ ମନ୍ଦିରର ସୁରକ୍ଷା ପାଇଁ ଏହି ଯୋଜନା ରାଜ୍ୟ ସରକାର ଆଣିବାକୁ ଯାଉଛନ୍ତି । ଏଭଳି ନୂଆ ଯୋଜନା ପାଇଁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଏନେଇ ଚର୍ଚ୍ଚା ଆଲୋଚନା ହେବା ସହ ବ୍ଲପ୍ରିଣ୍ଟ ପ୍ରସ୍ତୁତ କରାଯାଉଥିବା ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି । ପୂର୍ବ ସରକାରରେ ଅବଢ଼ା ଯୋଜନା ନାମରେ କେବଳ ମରାମତି କଥା ଥିଲା । ତେବେ ଦେବାଳୟ ଯୋଜନାରେ ମରାମତି, ରକ୍ଷଣାବେକ୍ଷଣ ଓ ପରିଚାଳନା ସମସ୍ୟାର ସମାଧାନ  ରହିଛି । ଓଡ଼ିଶାର ସଂସ୍କୃତି ଯେଉଁ ମଠ ମନ୍ଦିର ସହ ଜଡ଼ିତ ତାହାର ସୁରକ୍ଷା ଆମର ପ୍ରାଥମିକତା ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି । 

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In