• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କାଲି ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

by Voice of Victims
October 29, 2024
in ମୁଖ୍ୟ ଖବର
କାଲି ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ଭୁବନେଶ୍ବର: ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବର୍ତମାନ କାର୍ତ୍ତିକ ମାସ ଚାଲିଥିବା ବେଳେ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ୨୪ ଓ ୨୫ରେ ହବିଷିଆଳି ମା’ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରଖାଯାଇଥିଲା। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଥିଲେ। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳୀ ମା’ ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଏସବୁ ପ୍ରଦାନ କରି ଏହା ମୋ ନିଜର ମା’ଙ୍କୁ ଦେବା ପରି ଅନୁଭବ କରୁଛି’। ସେ କହିଛନ୍ତି ଯେ, ଆପଣ ମାନେ ସମସ୍ତେ ଏହାକୁ ବ୍ରତ ପାଳନ ବେଳେ ବ୍ୟବହାର କରିବେ।”

Post Views: 30
Tags: Policy for tomorrow's bank
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In