• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେଡି ଛାଡିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

by Voice of Victims
October 30, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେଡି ଛାଡିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଇଛନ୍ତି ବରିର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ନିଜର ଇସ୍ତଫା ପତ୍ର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ଏ ନେଇ ସେ କହିଛନ୍ତି ଯେ, ଆମେ ଦଳରେ ଅଲୋଡା ଥିଲୁ। ଆମକୁ କେହି ପଚାରୁ ନ ଥିଲେ। ଫଳରେ ସେହି ଦଳରେ ରହି କିଛି ଲାଭ ନାହିଁ ବୋଲି ସୁନନ୍ଦା କହିଛନ୍ତି। ସୁନନ୍ଦା ଯାଜପୁର ଜିଲ୍ଲା ବରୀ ନିର୍ବାଚନ ମଣ୍ଡଳିରୁ ବିଜେଡି ଟିକେଟରେ 2019 ରୁ 2024 ପର୍ଯ୍ୟନ୍ତ ବିଧାୟିକା ଥିଲେ। ହେଲେ ଦଳ ତାଙ୍କୁ 2024ରେ ଟିକେଟ ଦେଲା ନାହିଁ। ତାଙ୍କ ବଦଳରେ ଦଳ ବିଶ୍ବରଂଜନ ମଲ୍ଲିକଙ୍କୁ ଟିକେଟ ଦେଲା ଏବଂ ସେ ଜିତିଲେ ମଧ୍ୟ। ଏହାକୁ ନେଇ ସୁନନ୍ଦା ସେତେବେଳଠାରୁ ଅସନ୍ତୁଷ୍ଠ ଥିଲେ। ହେଲେ ଦଳ ଗତ ନିର୍ବାଚନରେ ତାଙ୍କ ସ୍ବାମୀ ଦେବେନ୍ଦ୍ର ଦାସଙ୍କୁ ଦଳର ସାଧାରଣ ସଂପାଦକ ପଦ ଦେଇ ନବୀନ ପଟ୍ଟନାୟକ ପ୍ରତିଦ୍ବନ୍ଦିତା କରୁଥିବା କଣ୍ଟାବାଞ୍ଜୀ ନିର୍ବାଚନ ମଣ୍ଡଳୀର ନିର୍ବାଚନ ପରିଚାଳନା ଦାୟିତ୍ବ ଦିଆଯାଇଥିଲା।

Post Views: 64
Share199Tweet125Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In