• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଏନକାଉଣ୍ଟରରେ ତିନି ଆତଙ୍କବାଦୀ ନିହତ

by Voice of Victims
November 2, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଏନକାଉଣ୍ଟରରେ ତିନି ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଶ୍ରୀନଗର ପରେ ଆଜି ଦକ୍ଷିଣ କାଶ୍ମୀରର ଅନନ୍ତନାଗରେ ଦୁଇଟି ସ୍ଥାନରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। କୋକରନାଗ ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହା ବ୍ୟତୀତ ଅନନ୍ତନାଗର କଚୱାନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଆଉ ଏକ ଏନକାଉଣ୍ଟର ହୋଇଥିଲା। ଏହି ଏନକାଉଣ୍ଟରରେ ୨ ବିଦେଶୀ ଆତଙ୍କବାଦୀ (FT) ଙ୍କ ମୃତ୍ୟୁ ହୋଇଥିବା ସୂତ୍ରରୁ ପ୍ରକାଶ। ଏନକାଉଣ୍ଟର ସ୍ଥାନରେ ତିନି ଜଣ ଆତଙ୍କବାଦୀଙ୍କ ଉପସ୍ଥିତି ଖବର ସାମ୍ନାକୁ ଆସିଛି। ଏହି ଅପରେସନ ଜାରି ରହିଛି।

Post Views: 168
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In