• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଅଯୋଗ୍ୟ ହିତାଧିକାରୀ ତାଲିକାରୁ ପଡ଼ିବେ ବାଦ୍ : ମନ୍ତ୍ରୀ

by Voice of Victims
November 2, 2024
in ମୁଖ୍ୟ ଖବର
ଅଯୋଗ୍ୟ ହିତାଧିକାରୀ ତାଲିକାରୁ ପଡ଼ିବେ ବାଦ୍ : ମନ୍ତ୍ରୀ

ଭୁବନେଶ୍ବର: ଅଯୋଗ୍ୟ ରାସନ୍ କାର୍ଡ ହିତାଧିକାରୀଙ୍କୁ ଚିହ୍ନଟ କରି ତାଲିକାରୁ ବାଦ୍ ଦେବା ପାଇଁ ନିର୍ଦ୍ଦେଶ ଦେଲେ ରାଜ୍ୟ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ଦିନିକିଆ ଅନୁଗୋଳ ଗସ୍ତରେ ଆସି ସର୍କଟ ହାଉସ ଠାରେ ଯୋଗାଣ ବିଭାଗର ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟର ସମୀକ୍ଷା କରିଥିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ । ପ୍ରଥମେ ଜିଲ୍ଲାପାଳ ଅବଦଲ ମହମ୍ମଦ ଅଖତର ମନ୍ତ୍ରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ବାଗତ କରିଥିଲେ । ଦିନିକିଆ ଅନୁଗୋଳ ଗସ୍ତରେ ଆସି ସର୍କଟ ହାଉସ ଠାରେ ଯୋଗାଣ ବିଭାଗର ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟର ସମୀକ୍ଷା କରିଥିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ । ଏହି ବୈଠକରେ ଜିଲ୍ଲା ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ତଥ୍ୟ ପାଓ୍ବାର ପଏଣ୍ଟ ମାଧ୍ୟମରେ ଉପସ୍ଥାପନ କରାଯାଇଥିଲା । ଏହି ଅବସରରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ,” ଜିଲ୍ଲାର ସମସ୍ତ ରାସନ କାର୍ଡଧାରୀଙ୍କ E-KYC  ପ୍ରକ୍ରିୟା ନଭେମ୍ବର ୧୫ ତାରିଖ ସୁଦ୍ଧା ଶେଷ କରିବା ସହ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରି ରାସନକାର୍ଡ ତାଲିକାରୁ ବାଦ୍ ଦେବା ଦିଅନ୍ତୁ ।” ସେହିପରି ଜିଲ୍ଲାରେ କେତେଟି ଗୋଦାମ ଗୃହର ଆବଶ୍ୟକତା ରହିଛି ତାହା ଆକଳନ କରି ଖୁବଶୀଘ୍ର ରିପୋର୍ଟ ପ୍ରଦାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In