• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ତାରାତାରିଣୀ ମନ୍ଦିରରୁ ଲକ୍ଷାଧିକ ଟଙ୍କା ଓ ଅଳଙ୍କାର ଚୋରି

by Voice of Victims
November 6, 2024
in ମୁଖ୍ୟ ଖବର, ରାଜ୍ୟ
ତାରାତାରିଣୀ ମନ୍ଦିରରୁ ଲକ୍ଷାଧିକ ଟଙ୍କା ଓ ଅଳଙ୍କାର ଚୋରି

ଭୁବନେଶ୍ବର: ଜାତୀୟ ସ୍ତରରେ ପରିଚିତ ଓ ଗଞ୍ଜାମ ଜିଲ୍ଲାର ରୁଷିକୁଲ୍ୟା ନଦୀ କୂଳରେ ଅବସ୍ଥିତ ପ୍ରସିଦ୍ଧ ମାଁ ତାରାତାରିଣୀ ମନ୍ଦିରରେ ଗତକାଲି ନିଶାର୍ଦ୍ଧ ରାତିରେ ମନ୍ଦିର ତାଲା ଭାଙ୍ଗି ବହୁ ମୁଲ୍ୟର ଅଳଙ୍କାର ଚୋରୀ ହୋଇଛି। ଘଟଣାରୁ ପ୍ରକାଶ ଯେ ରାତ୍ରୀ ପହଡ଼ ପରେ ମନ୍ଦିରର ପୂଜକ ତାଲା ବନ୍ଦ କରି ଘରକୁ ଚାଲିଯାଇଥିଲେ। ଆଜି ଭୋର ମନ୍ଦିର ତାଲା ଖୋଲି ଦେଖିଲା ବେଳକୁ ମନ୍ଦିର ଦାନ ପେଢିର ଗୋଟିଏ ତାଲା ଭାଙ୍ଗିଛି ଓ ମାଁଙ୍କ ପରିଧାନ ମୁକୁଟ, ମୁଖା ଓ ଛତା ଚୋରି ହୋଇଛି। ଏହି ବିଷୟରେ ପୁଜାରୀ ମନ୍ଦିର କମିଟି କର୍ମକର୍ତ୍ତାଙ୍କୁ ଅବଗତ କରାଇବା ପରେ ମନ୍ଦିରର ପ୍ରଶାସନିକ ଅଧିକାରୀ, କିଛି କର୍ମକର୍ତ୍ତା ଓ ଅନ୍ୟ ପୁଜାରୀ ମାନେ ମନ୍ଦିର ରେ ପହଞ୍ଚି ପରିସ୍ଥିତି ଦେଖିଲେ ଓ ପ୍ରଶାସନିକ ଅଧିକାରୀ ଆଇନଜୀବୀ ତିରୁମାଲା ରେଡ଼ି ପୁରୁଷୋତ୍ତମପୁର ଥାନାକୁ ଜଣାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ମନ୍ଦିରର ସମସ୍ତ କୋଣ ଅନୁକୋଣରେ ସିସିଟିଭି କ୍ୟାମେରା ସଂଯୋଗ ପାଇଁ ଗତ ମାସର ବୈଠକରେ ନିଷ୍ପତି ହୋଇଛି। କିନ୍ତୁ ଏହି କାର୍ଯ୍ୟକ୍ରମର ବିଳମ୍ବକୁ ନେଇ କିଛି ଜାଣିବା ଲୋକ ଏହି ଭଳି ଅସାମାଜିକ କାର୍ଯ୍ୟରେ ଲିପ୍ତ ଥିବା ଜଣାପଡୁଛି।

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In