• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ: ଆଇନ ମନ୍ତ୍ରୀ

by Voice of Victims
November 7, 2024
in ମୁଖ୍ୟ ଖବର, ରାଜ୍ୟ
ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ। ରାଜ୍ୟର ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଲୋକଙ୍କ ଘର ପାଖରେ ପହଞ୍ଚିବ ନ୍ୟାୟାଳୟ। ଏହାରି ଭିତରେ ୬ଟି ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ ହେଲାଣି ବୋଲି ମନ୍ତ୍ରୀ କହିଛନ୍ତି। ଭୁବନେଶ୍ଵରରେ ଆଇନ ବିଭାଗ ପକ୍ଷରୁ ଗୁରୁବାର ଆୟୋଜିତ ହୋଇଛି ଭାରତୀୟ ନ୍ୟାୟ ସଂହିତା(ବିଏନଏସ) ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଜାଗୃତିକରଣ କାର୍ୟ୍ୟକ୍ରମ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ କହିଥିଲେ, ଆଇନ ସମ୍ପର୍କରେ ରାଜ୍ୟ ସରକାର ରାଜ୍ୟବାସୀଙ୍କୁ ସଚେତନ କରାଇବେ। ନୂଆ ଆଇନ ବିଏନଏସ ଏବଂ ବିଏନଏସଏସ ସମ୍ପର୍କରେ ଜନସାଧାରଣ ଅବଗତ ନାହାନ୍ତି। ଏହି ନୂଆ ଆଇନ ବିଷୟରେ ସଚେତନତା ସୃଷ୍ଟି କରାଯିବ। ଲୋକଙ୍କ କିପରି ତ୍ଵରିତ ନ୍ୟାୟ ମିଳିବ ସେ ଦିଗରେ ପଦକ୍ଷେପ ନିଆଯିବ। ସେଥିଲାଗି ପ୍ରତି ବ୍ଲକରେ ନ୍ୟାୟାଳୟ ଆରମ୍ଭ ହେବ। ଏହାଦ୍ଵାରା ନ୍ୟାୟ ଲୋକଙ୍କ ନିକଟରେ ପହଞ୍ଚି ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Post Views: 32
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In