• About Us
  • Contact Us
Tuesday, April 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସତ୍ୟ ଓ ନିର୍ଭିକ ସମ୍ବାଦ ପରିବେଷଣ କରିବାକୁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆହ୍ବାନ ଦେଲେ ରାଜସ୍ବ ମନ୍ତ୍ରୀ

by Voice of Victims
November 16, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସତ୍ୟ ଓ ନିର୍ଭିକ ସମ୍ବାଦ ପରିବେଷଣ କରିବାକୁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆହ୍ବାନ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଗଣତନ୍ତ୍ରରେ ସାମ୍ବାଦିକମାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ। ସତ୍ୟ ଓ ନିର୍ଭିକ ସମ୍ବାଦ ପରିବେଷଣ କରି ସମାଜକୁ ସଶକ୍ତ କରିବା ଲାଗି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆହ୍ବାନ ଦେଇଛନ୍ତି। ଭୁବନେଶ୍ବର ଜୟଦେବ ଭବନଠାରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ପକ୍ଷରୁ ଆୟୋଜିତ ଜାତୀୟ ପ୍ରେସ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ସେ କହିଛନ୍ତି, ଗଣମାଧ୍ୟମ ଯେତେ ନିରପେକ୍ଷ ହେବ ରାଷ୍ଟ୍ର ସେତିକି ଶକ୍ତିଶାଳୀ ହେବା ସହ ପ୍ରଗତି କ୍ଷେତ୍ରରେ ଆଗକୁ ବଢି ଚାଲିବ। ବୋର୍ଡର ସଭାପତି ପ୍ରଦୋଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବରିଷ୍ଠ ସାମ୍ବାଦିକ ତଥା ରାଜନେତା ସୌମ୍ୟରଂଜନ ପଟ୍ଟନାୟକ ସାମ୍ବାଦିକତାର ସାଂପ୍ରତିକ ଅଗ୍ରଗତି ଓ ପରିବର୍ତ୍ତନ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏଥିରେ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ କୁମାର ମହାନ୍ତି, ବିଭୂତି ଭୂଷଣ କର, ସୁଧୀର ପଣ୍ଡା, ସନ୍ଦୀପ ସାହୁ, ରମେଶ ମହାନ୍ତି, କଲ୍ୟାଣ ବୋର୍ଡର ଉପସଭାପତି ପ୍ରଦ୍ୟୁମ୍ନ ମହାନ୍ତି ଓ ସାଧାରଣ ସମ୍ପାଦକ ସନତ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

Post Views: 33
Share198Tweet124Send
Voice of Victims

Voice of Victims

Recent Posts

  • ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କଟକରେ ପାଳନ ହେବ ରାଜ୍ୟସ୍ତରୀୟ କୃଷକ ଦିବସ
  • ଆଜି ପବିତ୍ର ଅକ୍ଷୟ ତୃତୀୟା; ବିଧି ପରମ୍ପରା ଅନୁଯାୟୀ ହେବ ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ
  • ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗ; ଦେଶର କୋଟି କୋଟି ମହିଳାଙ୍କ ସ୍ୱପ୍ନକୁ ଚୁରମାର୍ କରିଦେଲେ ବିରୋଧୀ ଦଳ: ମୋହନ ମାଝୀ 
  • ଦେବଗଡ଼ରେ ସ୍କୁଲ, କଲେଜ, ଅଙ୍ଗନଓ୍ବାଡି ଛୁଟି ; ଆବଶ୍ୟକ ପଡ଼ିଲେ ସକାଳୁଆ ପରୀକ୍ଷା କରିବାକୁ ନିର୍ଦ୍ଦେଶ
  • ଗୋଆର ‘ସାଧ୍ବୀ ସତୀଶ ସାଇଲ’ ହେଲେ ଫେମିନା ମିସ୍ ଇଣ୍ଡିଆ ୨୦୨୬

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In