• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମିଳିଲା ରାଜ୍ୟ ଚଳଚିତ୍ର ପୁରସ୍କାର,୩୩ ଟି ବର୍ଗରେ ଦିଆଯାଉଛି ପୁରସ୍କାର

by Voice of Victims
November 17, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମିଳିଲା ରାଜ୍ୟ ଚଳଚିତ୍ର ପୁରସ୍କାର,୩୩ ଟି ବର୍ଗରେ ଦିଆଯାଉଛି ପୁରସ୍କାର

ଭୁବନେଶ୍ୱର : ମିଳିଲା ରାଜ୍ୟ ଚଳଚିତ୍ର ପୁରସ୍କାର । ୩ ବର୍ଷ ଅର୍ଥାତ ୨୦୨୦ ,୨୧ ଓ ୨୨ ପାଇଁ ମିଳିଛି ଚଳଚିତ୍ର ପୁରସ୍କାର । ୩୩ ଟି ବର୍ଗରେ ଦିଆଯାଉଛି ପୁରସ୍କାର। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଦିଆଯାଇଛି । ଚଳଚ୍ଚିତ୍ର ଜଗତରେ ଜୀବନବ୍ୟାପି ସାଧନା ପାଇଁ ସର୍ବୋଚ୍ଚ ସମ୍ମାନ “ମୋହନ ସୁନ୍ଦର ଦେବ ଗୋସ୍ବାମୀ’ ପୁରସ୍କାର ପାଇଁ ପାଞ୍ଚ ଲକ୍ଷ ଟଙ୍କା , ଶ୍ରେଷ୍ଠ ପୂର୍ଣାଙ୍ଗ ଚଳଚ୍ଚିତ୍ର ପାଇଁ ଦୁଇ ଲକ୍ଷ ଦିଆଯାଇଛି । ମୋଟ ୩୩ଟି ବର୍ଗରେ ପ୍ରତି ବର୍ଷ ଜୁରୀଙ୍କ ଦ୍ବାରା ଚୟନ ହୋଇଥିବା କଳାକାରମାନଙ୍କୁ ଆର୍ଥିକ ପୁରସ୍କାର ସହିତ ମାନପତ୍ର ଏବଂ ସମ୍ବର୍ଦ୍ଧନା ଦିଆଯାଇଛି । ୨୦୨୦ ବର୍ଷ ମୋହନ ସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର ତଥା ଜୀବନ ବ୍ୟାପୀ ସାଧନା ସମ୍ମାନ ପୁରସ୍କାର ପାଇଛନ୍ତି ନିର୍ଦ୍ଦେଶକ ଅନନ୍ତ ମହାପାତ୍ର । ୨୦୨୧ ବର୍ଷ ପାଇଁ ମୋହନ ସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର ପାଇଛନ୍ତି ବରିଷ୍ଠ ଚିତ୍ରତ୍ତୋଳନକାରୀ ଶ୍ରୀନିବାସ ମହାପାତ୍ର ।  ସେହିପରି ୨୦୨୨ ପାଇଁ ହାସ୍ୟ ଅଭିନେତା ଜୟୀରାମ ସାମଲଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର ଦିଆଯାଇଛି  ।

Post Views: 153
Share208Tweet130Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In