• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପରଲୋକରେ ପୂର୍ବତନ ମନ୍ତ୍ରୀ ସମୀର ଦେ

by Voice of Victims
November 18, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପରଲୋକରେ ପୂର୍ବତନ ମନ୍ତ୍ରୀ ସମୀର ଦେ

ଭୁବନେଶ୍ବର: ସଂସାରରୁ ବିଦାୟ ନେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ। କଟକର ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ସେହିଠାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In