• About Us
  • Contact Us
Thursday, May 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ ପ୍ରବନ୍ଧକ ନିଯୁକ୍ତ

by Voice of Victims
November 29, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ ପ୍ରବନ୍ଧକ ନିଯୁକ୍ତ

ସତ୍ୟବାଦୀ (ଦୁର୍ଗେଶ ପ୍ରସାଦ ମିଶ୍ର): ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଅଧୁନା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ଯୁଗ୍ମ ସଚିବ ଭାବରେ କାର୍ଯ୍ୟରତା ଶ୍ରୀମତୀ ଜସ୍ମିନ ପଟ୍ଟନାୟକଙ୍କୁ ସାଧାରଣ ପ୍ରଶାସନ ବିଭାଗ ତରଫରୁ ଗତ ୨୮-୧୧-୨୦୨୪ ପ୍ରକାଶିତ ବିଜ୍ଞପ୍ତି ସଂଖ୍ୟା ଜିଏଡି-ଏସଇଆର-୨-ଟିପି-୦୦୧୩-୨୦୨୩-୩୬୦୧୮/ଏସସିଏସ ଅନୁସାରେ ସତ୍ୟବାଦୀ ରେ ସ୍ଥାପିତ ହୋଇଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟ ର ନୂତନ ପ୍ରବନ୍ଧକ (ରେଜିଷ୍ଟ୍ରାର) ଭାବରେ ମହାମହିମ ରାଜ୍ୟପାଳଙ୍କ ଦପ୍ତରରୁ ନିଯୁକ୍ତି ଦିଆ ଯାଇଅଛି। ଖୁବ୍ ଶୀଘ୍ର ଶ୍ରୀମତୀ ପଟ୍ଟନାୟକ ଦାୟିତ୍ୱ ନେବେ ବୋଲି ସୁଚନା ମିଳିଛି।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • OSRTCର ସମସ୍ତ ଗାଡିକୁ ଇଭି କରାଯିବ, ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ସୂଚନା
  • ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ମନ୍ତ୍ରୀ, ଦୁଇ ବର୍ଷ ପୂର୍ତ୍ତି ନେଇ କରୁଛନ୍ତି ଆଲୋଚନା
  • ଭିଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ, ୧୦ ଦିନ ପରେ ନାଁ ଘୋଷଣା କଲା କଂଗ୍ରେସ
  • ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍
  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In