• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଦେଶର ଶ୍ରେଷ୍ଠ ୧୦ ଥାନା ମଧ୍ୟରେ ୨ୟ ସ୍ଥାନ ଅଧିକାର କଲା ଗଞ୍ଜାମ ଜିଲ୍ଲାର ‘ପାଟପୁର ଥାନା’

by Voice of Victims
November 29, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଦେଶର ଶ୍ରେଷ୍ଠ ୧୦ ଥାନା ମଧ୍ୟରେ ୨ୟ ସ୍ଥାନ ଅଧିକାର କଲା ଗଞ୍ଜାମ ଜିଲ୍ଲାର ‘ପାଟପୁର ଥାନା’

ଭୁବନେଶ୍ଵର: ଆଜି ଭୁବନେଶ୍ବରରେ ସର୍ବଭାରତୀୟ ଡିଜି ପୋଲିସ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ଓଡିଶା ଆସିଛନ୍ତି।ତେବେ ଆଜି ଅନୁଷ୍ଠିତ ସର୍ବଭାରତୀୟ ଡିଜି ପୋଲିସ ସମ୍ମିଳନୀରେ ଦେଶର ଶ୍ରେଷ୍ଠ ୧୦ ଥାନାର ନାମ ଘୋଷଣା କରାଯାଇଛି। ଏଥିରେ ଗଞ୍ଜାମ ଜିଲ୍ଲାର ‘ପାଟପୁର ଥାନା’ କୁ ବଡ ସଫଳତା ମିଳିଛି। ଦେଶର ଶ୍ରେଷ୍ଠ ୧୦ ଥାନା ମଧ୍ୟରେ ‘ପାଟପୁର ଥାନା’ ୨ୟ ସ୍ଥାନ ଅଧିକାର କରିଛି।ଯାହାକୁ ନେଇ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁସିବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଏକ୍ସ’ ରେ ଲେଖିଛନ୍ତି ଯେ, ”ଓଡ଼ିଶା ପାଇଁ ଗୌରବର ବିଷୟ। ଗଞ୍ଜାମର ‘ପାଟପୁର ଥାନା’ ସାରା ଦେଶର ଶ୍ରେଷ୍ଠ ୧୦ ଥାନାମାନଙ୍କ ମଧ୍ୟରେ ୨ୟ ସ୍ଥାନ ଅଧିକାର କରିଛି। ଉତ୍ତମ ପୋଲିସ ସେବା ପ୍ରଦାନ କ୍ଷେତ୍ରରେ ଏହି ଉଲ୍ଲେଖନୀୟ ସଫଳତା ପାଇଁ ସର୍ବଭାରତୀୟ ପୋଲିସ୍ ଡିଜି ସମ୍ମିଳନୀରେ ପାଟପୁର ଥାନାକୁ ପୁରସ୍କୃତ କରାଯାଇଛି।”

Post Views: 106
Share199Tweet124Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In