• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଚଳିତ ବର୍ଷ ନକ୍ସଲ ମୁକାବିଲାରେ ବିଏସଏଫର ସଫଳତା

by Voice of Victims
December 1, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଚଳିତ ବର୍ଷ ନକ୍ସଲ ମୁକାବିଲାରେ ବିଏସଏଫର ସଫଳତା

ଭୁବନେଶ୍ୱର: ଓଡ଼ିଶାର ନକ୍ସଲ ପ୍ରବଣ ଅଞ୍ଚଳରେ ସୀମା ସୁରକ୍ଷା ବଳ (ବିଏସଏଫ) ଧନଜୀବନ ସୁରକ୍ଷା ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି । ବିଏସଏଫର ସଫଳତାକୁ ନେଇ ଆଜି ମହାନିରୀକ୍ଷକ ସିଡି ଅଗ୍ରୱାଲ ଏକ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ବିଏସଏଫ ଚଳିତ ବର୍ଷ ୩ଜଣ କୁଖ୍ୟାତ ନକ୍ସଲଙ୍କୁ ନିପାତ କରିଛି। ସେହିପରି ୨୪ ଜଣ ହାର୍ଡକୋର ନକ୍ସଲଙ୍କୁ ଆତ୍ମସମର୍ପଣ କରିବା ପାଇଁ ବାଧ୍ୟ କରିଛି । ବିଏସଏଫର ସର୍ଚ୍ଚ ଅପରେସନରେ ୩୪ଟି ଆଇଡିଡି, ୧୧୭ଟି ଗ୍ରେନେଡ୍‌ ଏବଂ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି । ବିଏସଏଫର ସହଯୋଗରେ ମାଲକାନଗିରି ଜିଲ୍ଲାର ବିଚ୍ଛିନ୍ନାଞ୍ଚଳ ଏବେ ରାଜ୍ୟର ମୁଖ୍ୟଧାରା ସହ ଯୋଡ଼ି ହୋଇଛି । ଗୁରୁପ୍ରିୟା ସେତୁ ଦ୍ୱାରା ୧୫୧ଟି ଗାଁର ୩୧ ହଜାର ବାସିନ୍ଦା ଉପକୃତ ହୋଇଛନ୍ତି । କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଆହ୍ୱାନକ୍ରମେ ୨୦୨୬ ସୁଦ୍ଧା ଓଡ଼ିଶାରୁ ନକ୍ସଲବାଦର ବିଲୋପ ପାଇଁ ବିଏସଏଫ ସଂକଳ୍ପବଦ୍ଧ ବୋଲି ଆଇଜି ଶ୍ରୀ ଅଗ୍ରୱାଲ କହିଛନ୍ତି ।

Post Views: 57
Share199Tweet124Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In