• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୩୫ତମ କୋଣାର୍କ ମହୋତ୍ସବ-୨୦୨୪ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by Voice of Victims
December 1, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୩୫ତମ କୋଣାର୍କ ମହୋତ୍ସବ-୨୦୨୪ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ଵର: ୩୫ତମ କୋଣାର୍କ ମହୋତ୍ସବ-୨୦୨୪ କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପିପିଲି ବିଧାୟକ, ସତ୍ୟବାଦୀ ବିଧାୟକ, ବ୍ରହ୍ମଗିରି ବିଧାୟକ, ପର୍ଯ୍ୟଟନ ସଚିବ, ପର୍ଯ୍ୟଟନ ନିର୍ଦ୍ଦେଶକ, ପୁରୀ ଜିଲ୍ଲାପାଳ, ପୁରୀ ଏସପି, ଓଏସଏନଏ ସଚିବ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ୩୫ତମ କୋଣାର୍କ ମହୋତ୍ସବ-୨୦୨୪ ର ଉଦଘାଟିତ ହୋଇଛି। କାରୁକାର୍ଯ୍ୟ ଭରା କୋଣାର୍କ ମନ୍ଦିର ପ୍ରାଙ୍ଗଣରେ ମୁକ୍ତାକାଶ ରଂଗମଞ୍ଚରେ ଏହି ବିଶ୍ବ ପ୍ରସିଦ୍ଧ କୋଣାର୍କ ଉତ୍ସବ ଆୟୋଜିତ ହେଉଛି। ଏହା ପ୍ରତିବର୍ଷ ରାଜ୍ୟ ପର୍ଯ୍ୟଟନ ବିଭାଗ ତରଫରୁ ଆୟୋଜିତ ହୋଇଆସୁଛି। ଆଜି ସଂଧ୍ୟାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ଯାହା ପାଞ୍ଚଦିନ ଧରି ଚାଲିବ। ମୁଖ୍ୟତଃ ଓଡିଶାକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ସହିତ ଦେଶର ଶାସ୍ତ୍ରୀୟ ନୃତ୍ୟକୁ ପ୍ରଚାର ପ୍ରସାର କରାଇବା ପାଇଁ ଏହି ଉତ୍ସବ ଆୟୋଜିତ ହୋଇଆସୁଛି। ଏହି ନୃତ୍ୟ ଉତ୍ସବ ସହିତ ଚନ୍ଦ୍ରଭାଗା କୂଳରେ ଆନ୍ତର୍ଜାତୀୟ ବାଲୁକା କଳା ଉତ୍ସବ ମଧ୍ୟ ଆୟୋଜିତ ହେବ।

Post Views: 200
Share200Tweet125Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In