• About Us
  • Contact Us
Saturday, February 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୦ ବର୍ଷରେ ଗଲାଣି ୮୫୭ ହାତୀଙ୍କ ଜୀବନ

by Voice of Victims
December 10, 2024
in ମୁଖ୍ୟ ଖବର, ରାଜ୍ୟ
୧୦ ବର୍ଷରେ ଗଲାଣି ୮୫୭ ହାତୀଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ କାରଣରୁ ବର୍ଷକୁ ବର୍ଷ ହାତୀଙ୍କ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ତଥ୍ୟ ଅନୁସାରେ, ୧୦ ବର୍ଷରେ ପ୍ରାଣ ହରାଇଲେଣି ୮୫୭ ହାତୀ । ସେଥିମଧ୍ୟରୁ ୩୦୫ ହାତୀ ରୋଗର ଶିକାର ହୋଇ ପ୍ରାଣ ହରାଇଥିବାବେଳେ ୧୪୯ ହାତୀ ବିଦ୍ୟୁତ ଆଘାତରେ ଜୀବନ ହରାଇଛନ୍ତି। ଏହାସହ ଅନ୍ୟ ପ୍ରାକୃତିକ କାରଣରୁ ୨୨୯ ହାତୀଙ୍କର ମୃତ୍ୟୁ ହୋଇଛି। ଶିକାର ଦ୍ୱାରା ୩୦ ହାତୀ, ରେଳ ଦୁର୍ଘଟଣାରେ ୨୯, ପ୍ରତିହିଂଶା ପରାୟଣ ଘଟଣାରେ ୧୬ ହାତୀ ମୃତ୍ୟୁବରଣ କରିଛନ୍ତି। ୨୦୨୪ ନଭେମ୍ବର ସୁଦ୍ଧା ରାଜ୍ୟରେ ହାତୀ ସଂଖ୍ୟା ୨୧୦୩ ଥିବା ଜଣାପଡିଛି। ୨୦୧୫ ରେ ଥିଲେ ୧୯୫୪ ହାତୀ,୨୦୧୭ ରେ ସଂଖ୍ୟା ବଢି ୧୯୭୬ ପହଞ୍ଚିଥିଲା ୨୦୨୪ ରେ ସେମାନଙ୍କ ସଂଖ୍ୟା ବଢି ୨୦୯୮ ରେ ପହଞ୍ଚିଥବା ରିପୋର୍ଟରେ ଦର୍ଶାଯାଇଥିବା ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • ପୁଲୱାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି 
  • ଆସାମ ହାଇୱେରେ ଅବତରଣ କଲା ବାୟୁସେନା ବିମାନ : ମୋଦି ଦେଖିଲେ ଏରିଅଲ ଶୋ, ରାଜପଥରୁ ଉଡ଼ିଲା ରାଫେଲ ଏବଂ ସୁଖୋଇ
  • ମୁମ୍ୱାଇରେ ଭୁଶୁଡ଼ିଲା ମେଟ୍ରୋ ପିଲର୍, ଚାପି ହୋଇ ରହିଛି ଅନେକ ଗାଡ଼ି; ୪ ଆହତ
  • ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର, ରାତି ୧୦ଟାରେ ଉଠିବ ଲିଙ୍ଗରାଜ ପ୍ରଭୁଙ୍କ ମହାଦୀପ
  • କେନ୍ଦୁଝରରେ ହେବ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In