• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ କ୍ରିଷ୍ଣଙ୍କ ପରଲୋକ

by Voice of Victims
December 10, 2024
in ଦେଶ ବିଦେଶ, ମୁଖ୍ୟ ଖବର
ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ କ୍ରିଷ୍ଣଙ୍କ ପରଲୋକ

ବେଙ୍ଗାଲୁରୁ: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସଏମ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି। ସେ ୯୨ବର୍ଷ ବୟସରେ, ଡିସେମ୍ବର ୧୦ ମଙ୍ଗଳବାର ବେଙ୍ଗାଲୁରୁର ସାଦାଶିଭନଗରରେ ଥିବା ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ବୟସ ସମ୍ବନ୍ଧୀୟ ଅସୁସ୍ଥତା ହେତୁ ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନାନୁସାରେ, ତାଙ୍କର ମୃତଦେହ ମଙ୍ଗଳବାର ମଦଦୁରକୁ ନିଆଯିବାର ସମ୍ଭାବନା ରହିଛି। ସୋମାନହଲ୍ଲୀ ମଲ୍ଲିକ କ୍ରିଷ୍ଣାଙ୍କ ସ୍ତ୍ରୀ ପ୍ରେମା ଏବଂ ଦୁଇ ଝିଅ ଶାମ୍ଭବି ଏବଂ ମାଲବିକା ରହିଛନ୍ତି। ୧୯୩୨ମସିହା ମଇ ୧ ରେ କର୍ନାଟକର ମାଣ୍ଡିଆ ଜିଲାର ସୋମାନହଲିରେ ଜନ୍ମଗ୍ରହଣ କରିଥିବା ସୋମାନାହାଲୀ ମଲ୍ଲିକ କ୍ରିଷ୍ଣା ୧୯୬୨ମସିହାରେ ସ୍ବାଧୀନ ଭାବରେ ମଦଦୁର ବିଧାନସଭା ଆସନ ଜିତି ନିର୍ବାଚନ ରାଜନୀତିରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। କଂଗ୍ରେସରେ ଯୋଗଦେବା ପୂର୍ବରୁ ସେ ପ୍ରଜା ସମାଜବାଦୀ ପାର୍ଟି ସହ ଜଡିତ ଥିଲେ।

Post Views: 54
Share198Tweet124Send
Voice of Victims

Voice of Victims

Recent Posts

  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା
  • ପୂରା ଓଡ଼ିଶାକୁ ବଡ଼ ଆଲର୍ଟ, ଆଜି ଅବପାତ, ପ୍ରବଳ ବର୍ଷିବ
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In