• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୫ ଅଳଙ୍କାର ଦୋକାନରେ ବିକ୍ରି ହେଉଥିଲା ନକଲି ସୁନା

by Voice of Victims
December 11, 2024
in ମୁଖ୍ୟ ଖବର, ରାଜ୍ୟ
୫ ଅଳଙ୍କାର ଦୋକାନରେ ବିକ୍ରି ହେଉଥିଲା ନକଲି ସୁନା

ଭୁବନେଶ୍ବର : ରାଜ୍ୟର ୫ ଅଳଙ୍କାର ଦୋକାନ ବିକ୍ରି ହେଉଥିଲା ନକଲି ସୁନା। ଏନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି ଯେ ନକଲି ହଲମାର୍କ ପାଇଁ ଅମ୍ବିକା ଜୁଏଲର୍ସ ବିରୁଦ୍ଧରେ କୁଚିଣ୍ଡା କୋର୍ଟରେ ମାମଲା ପଞ୍ଜିକୃତ ହୋଇଛି। ସେହିପରି ଜଗତସିଂହପୁର ଜିଲ୍ଲା କୁଜଙ୍ଗର ରାଜଶ୍ରୀ ଜୁଏଲର୍ସ, ପୁରୀର ସୁନା ଏବଂ ଚାନ୍ଦି ଜୁଏଲର୍ସ, ସମ୍ବଲପୁରର ଅଳଙ୍କାର ଜୁଏଲର୍ସ ଏବଂ ବରଗଡ଼ର ରାଧାକାନ୍ତ ଜୁଏଲର୍ସ ନକଲି ସୁନା ବିକ୍ରି କରୁଥିବା କାରଣରୁ ତାଙ୍କର ଲାଇସେନ୍ସ ବାତିଲ କରାଯାଇଛି। ଅନ୍ୟପଟେ ୨୦୨୨-୨୩ରେ ମାପକ ତ୍ରୁଟି ଯୋଗୁ ୬ ଟି ମାମଲା ରୁଜୁ କରାଯାଇ ୨୩୫୦୦ ଟଙ୍କା ଜରିମାନା ଆଦାୟ ହୋଇଛି । ସେହିପରି ୨୦୨୩-୨୪ରେ ୬ଟି ମାମଲା ରୁଜୁ କରାଯାଇ ୧ ଲକ୍ଷ ୫୫ ହଜାର ଜରିମାନା ଆଦାୟ ହୋଇଛି। ୨୦୨୪-୨୫ ରେ ନଭେମ୍ବର ସୁଦ୍ଧା ୪ଟି ମାମଲା ସହ ୪୮ ହଜାର ଜରିମାନା ଆଦାୟ ହୋଇଛି।

Post Views: 55
Share200Tweet125Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In