• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପ୍ରବଳ ଶୀତରେ ଥରୁଛି ଓଡ଼ିଶା

by Voice of Victims
December 14, 2024
in ମୁଖ୍ୟ ଖବର, ରାଜ୍ୟ
ପ୍ରବଳ ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ବର: ସାରା ରାଜ୍ୟରେ ଶୀତ ଲହରୀ ଜାରି । ଉପକୂଳରୁ ଉପାନ୍ତ ଯାଏଁ ସବୁଠି ପ୍ରବଳ ଜାଡ଼ । କିଛି ସ୍ଥାନରେ ୧୦ ତଳକୁ ଖସିଛି ତାପମାତ୍ରା । ୧୫ ଡିଗ୍ରୀ ତଳେ ରାଜ୍ୟର ଅନେକ ସହର । ରାଜ୍ୟରେ ଗତ ୨ ଦିନ ଧରି ଶୀତ ଅନୁଭୂତ ହେଉଛି ଏବଂ ଆଗାମୀ ୩ ଦିନ ପର୍ୟ୍ୟନ୍ତ ଏହି ସ୍ଥିତି ଜାରି ରହିବ। ୧୬ ତାରିଖ ବେଳକୁ ରାଉରକେଲାରେ ତାପମାତ୍ରା ୭ ଡିଗ୍ରୀକୁ ଖସିଯିବ । ଅନେକ ସ୍ଥାନରେ ପାରଦ୧୦ ଡିଗ୍ରୀ ତଳେ ଥିବ । ଏମିତି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅପରପକ୍ଷେ, ଆସନ୍ତା ୩ ଦିନ ପରେ ରାଜ୍ୟବ୍ୟାପୀ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ। ଯାହାଫଳରେ ଶୀତ ଅପେକ୍ଷାକୃତ କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପାଣିପାଗ କେନ୍ଦ୍ର ଅନୁଯାୟୀ ୧୫ ତାରିଖରେ ଝାରସୁଗୁଡ଼ା, ଗଞ୍ଜାମ, କଳାହାଣ୍ଡି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ନେଇ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Post Views: 57
Share198Tweet124Send
Voice of Victims

Voice of Victims

Recent Posts

  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In