• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଧ୍ୟାତ୍ମିକ

ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

by Voice of Victims
December 16, 2024
in ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ (ଭିଓଭି): ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲିଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ଅର୍ଥାତ୍‌ ଜାନୁୟାରୀ ୧୩ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଗତ ବୁଧବାର ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ପହିଲି ଭୋଗ ନୀତିକୁ ଅନୁମୋଦନ ମିଳିଛି। ପହିଲି ଭୋଗ ଧନୁ ସଂକ୍ରାନ୍ତି ଅର୍ଥାତ୍‌ ଡିସେମ୍ବର ୧୬ ତାରିଖରୁ ଆରମ୍ଭ ହୋଇ ଜାନୁୟାରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟହ ରାତ୍ର ୨ଟାରେ ଦ୍ୱାରଫିଟା, ୨ଟା ୩୦ ରେ ଭିତର ଶୋଧ, ୩ଟାରେ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହେବ। ଭୋର ସାଢେ ୫ ଟାରୁ ୬ଟା ମଧ୍ୟରେ ପହିଲି ଭୋଗ ନୀତି ବଢିବ। ସକାଳ ୬ଟା ୩୦ରୁ ୮ଟା ସକାଳ ଧୂପ (କେବଳ କୋଠଭୋଗ), ୮ଟା ୨୦ରୁ ୧୦ଟା ଭୋଗମଣ୍ଡପ, ୧୦ଟା ୩୦ରୁ ମଧ୍ୟାହ୍ନ ୧୨ଟା ମଧ୍ୟାହ୍ନ ଧୂପ (କେବଳ କୋଠଭୋଗ), ୭ଟା ୪୫ରୁ ୯ଟା ୩୦ ଦ୍ୱିତୀୟ ଭୋଗମଣ୍ଡପ ହୋଇ ଅନ୍ୟାନ୍ୟ ନୀତି ଚାଲିବ। ଅପରାହ୍ନ ୫ଟାରେ ସନ୍ଧ୍ୟା ଆଳତି, ୬ଟା ୩୦ରୁ ରାତି ୮ଟା ସନ୍ଧ୍ୟା ଧୂପ, ୯ଟାରେ ଚନ୍ଦନ ଲାଗି, ୧୦ଟାରେ ବଡ଼ସିଂହାର ବେଶ, ୧୦ଟା ୩୦ରେ ବଡ଼ସିଂହାର ଭୋଗ ଏବଂ ୧୧ଟାରେ ରାତ୍ର ପହୁଡ଼ ନୀତି ସମ୍ପନ୍ନ ଲାଗି ନୀତି ନିର୍ଘଣ୍ଟ ହୋଇଛି।

Post Views: 72
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In