• About Us
  • Contact Us
Monday, May 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସତ୍ୟବାଦୀ ମହୋତ୍ସବ ୨୦୨୫ ପାଇଁ ପ୍ରସ୍ତୁତି ବୈଠକ

by Voice of Victims
December 18, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସତ୍ୟବାଦୀ ମହୋତ୍ସବ ୨୦୨୫ ପାଇଁ ପ୍ରସ୍ତୁତି ବୈଠକ

ସତ୍ୟବାଦୀ (ଦୁର୍ଗେଶ ପ୍ରସାଦ ମିଶ୍ର): ୨୦୧୫ ମସିହାରୁ ସାକ୍ଷୀଗୋପାଳରେ ଅନୁଷ୍ଠିତ “ସତ୍ୟବାଦୀ ମହୋତ୍ସବ ୨୦୨୫” ପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସ୍ବର୍ଣ୍ଣ ମଣ୍ଡପର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବର ସଂଯୋଜକ ଦୀପକ ଶତପଥୀ, ସଂପାଦକ ଜାନକୀବଲ୍ଲଭ ବରାଳ, ସାଂସ୍କୃତିକ ସଂପାଦକ ବଦ୍ରିନାରାୟଣ ଖୁଣ୍ଟିଆ, ପ୍ରମୁଖ କାର୍ଯ୍ୟକର୍ତ୍ତା ପ୍ରାଚୂର୍ଯ୍ୟ ହୋତା, ମିଲୁ ଶତପଥି, ଶରତ ମହାପାତ୍ର, ଭଗବାନ ବେହେରା ଓ ଶତାଧିକ ସଦସ୍ୟ ମାନେ ଏକାଠି ହୋଇ ଆଗାମୀ ମହୋତ୍ସବର ରୂପରେଖ ଉପରେ ଆଲୋକପାତ କରି ଏହାର ବିଭିନ୍ନ କାର୍ଯ୍ୟକାରିଣୀ ଉପରେ ଆଲୋଚନା କରାଯାଇ ଥିଲା। ଆଗାମୀ ୨୦୨୫ ଫେବୃଆରୀ ୧୪ ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବ ପାଇଁ ସତ୍ୟବାଦୀର ବିଧାୟକ ଓମ୍ ପ୍ରକାଶ ମିଶ୍ର ସଭାପତି ଓ ଦୀପକ ଶତପଥୀ ସମ୍ପାଦକ ଭାବରେ କାର୍ଯ୍ୟ ଭାର ଗ୍ରହଣ କରିବା ସ୍ଥିରୀକୃତ ହୋଇଛି।

Post Views: 209
Share210Tweet131Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In