• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଏନଙ୍କ ବାସଭବନରେ କ୍ରିଷ୍ଟମାସ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

by Voice of Victims
December 20, 2024
in ଦେଶ ବିଦେଶ, ମୁଖ୍ୟ ଖବର
କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଏନଙ୍କ ବାସଭବନରେ କ୍ରିଷ୍ଟମାସ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଏନଙ୍କ ବାସଭବନରେ ଅନୁଷ୍ଠିତ କ୍ରିଷ୍ଟମାସ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବା ସହ ଖ୍ରୀଷ୍ଟିଆନ ସମୁଦାୟର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହ ଭାବ ବିନିମୟ କରିଥିଲେ।

ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ ଲେଖିଛନ୍ତି:

“କେନ୍ଦ୍ରମନ୍ତ୍ରୀ ଶ୍ରୀ ଜର୍ଜ କୁରିଏନ ଜୀଙ୍କ ବାସଭବନରେ କ୍ରିଷ୍ଟମାସ ଉତ୍ସବରେ ଯୋଗ ଦେଲି। ଖ୍ରୀଷ୍ଟିଆନ ସମୁଦାୟର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହ ମଧ୍ୟ ଭାବ ବିନିମୟ କଲି। @GeorgekurianBjp ”

Post Views: 35
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In