• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆଜି ସବୁଠାରୁ ଛୋଟ ଦିନ, ରାତି ବଡ଼

by Voice of Victims
December 21, 2024
in ମୁଖ୍ୟ ଖବର, ରାଜ୍ୟ
ଆଜି ସବୁଠାରୁ ଛୋଟ ଦିନ, ରାତି ବଡ଼

ଭୁବନେଶ୍ୱର: ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା। ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ। ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ। ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ।ଆଜି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ। ସେହିପରି ଦିଲ୍ଲୀ ଓ କନ୍ୟାକୁମାରୀରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ। ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର୍ୟ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ।

Post Views: 60
Tags: Today is the shortest day
Share198Tweet124Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In