• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଟ୍ରାପ କ୍ୟାମେରାରେ କଲରାପତରିଆ ବାଘ ଗଣନା

by Voice of Victims
December 21, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଟ୍ରାପ କ୍ୟାମେରାରେ କଲରାପତରିଆ ବାଘ ଗଣନା

ଭୁବନେଶ୍ଵର: ଢେଙ୍କାନାଳ ଜ଼ିଲ୍ଲାରେ ବନ ବିଭାଗ ପକ୍ଷରୁ ଟ୍ରାପ କ୍ୟାମେରା ମାଧ୍ୟମରେ କଲରାପତରିଆ ବାଘ ଗଣନା ଆରମ୍ଭ ହୋଇଛି। ଗତ ଗଣନା ଅନୁଯାୟୀ ଅଧିକା କଲରାପତରିଆ ବାଘ ଥିବା ନେଇ ବିଭାଗୀୟ ସୂତ୍ର ରୁ ଜଣାପଡିଛି। ଗତ ଗଣନା ସମୟରେ ୧୨ ରୁ ୧୩ ଟି କଲରାପତରିଆ ବାଘ ରହିଥିବା ବେଳେ, ଏହା ପୂର୍ବରୁ ୭ ଟି କଲରାପତରିଆ ବାଘ ରହିଥିଲେ। ତେଣୁ ଏହି ବାଘ ସଂଖ୍ୟା ବଢ଼ୁଥିବାରୁ ନଜରରେ ରଖି ଏଭଳି ପଦକ୍ଷେପ ନିଆଯାଇଛି। ଏଥିପାଇଁ ଜ଼ିଲ୍ଲାରେ ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ୪୦ ଟି ଟ୍ରାପ କ୍ୟାମେରା ଲଗାଯାଇଥିବା ବେଳେ ଆଉ ୧୦ଟି ଲଗାଯିବ। ଜ଼ିଲ୍ଲାର ହିନ୍ଦୋଳ ରେଞ୍ଜ କନ୍ଧରା, କନକା ଓ କୋଇ ସଂରକ୍ଷିତ ଜଙ୍ଗଲ, କାମାକ୍ଷାନଗର ପୂର୍ବାଞ୍ଚଳ, ଓ ପଶ୍ଚିମାଞ୍ଚଳ ରେଞ୍ଜ ମଧ୍ୟରେ ଥିବା ଅନନ୍ତପୁର ସଂରକ୍ଷିତ ଜଙ୍ଗଲ ସମେତ ଅନ୍ୟାନ୍ୟ ଜଙ୍ଗଲରେ ଏହି ବାଘ ଅଧିକା ଥିବା ଆଶଙ୍କା କରାଯାଉଛି। ଏ ସଂକ୍ରାନ୍ତରେ ଜ଼ିଲ୍ଲା ବନଖଣ୍ଡ ଅଧିକାରୀ ସୁମିତ କୁମାର କର କହିଛନ୍ତି ଯେ, ଢେଙ୍କାନାଳ ଜ଼ିଲ୍ଲାରେ ପୂର୍ବ ଗଣନା ଅନୁଯାୟୀ ଅଧିକା କଲରାପତରିଆ ବାଘ ଥିବା ଆଶଙ୍କା କରି ପୁଣିଥରେ ଟ୍ରାପ କ୍ୟାମେରା ମାଧ୍ୟମରେ ଗଣନା ଆରମ୍ଭ ହୋଇଛି। ଜାନୁଆରୀ ୧୫ ତାରିଖ ପରେ ଜ଼ିଲ୍ଲାରେ କେତେ କଲରା ପତରିଆ ବାଘ ଅଛନ୍ତି ଜଣାପଡିବ।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In