• About Us
  • Contact Us
Monday, August 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭୁବନେଶ୍ୱରରେ ଲାଗିବ ଡପଲର ରାଡାର: ଆଏମଡି ଡିଜି

by Voice of Victims
December 23, 2024
in ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ୱରରେ ଲାଗିବ ଡପଲର ରାଡାର: ଆଏମଡି ଡିଜି

ଭୁବନେଶ୍ୱର: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ । ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି ।  ସେ କହିଛନ୍ତି ପାରାଦୀପ ଓ ଗୋପାଳପୁରରେ ଡପଲର ରାଡାର ରହିଛି । ଖୁବଶୀଘ୍ର ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱରରେ ଲାଗିବ । ଭୁବନେଶ୍ୱର ଓ କଟକରେ ସହରୀ ବନ୍ୟା ହେଉଥିବାରୁ ଭୁବନେଶ୍ୱରରେ ଡପଲର ରାଡାର ଲାଗିବ । ଏହା ଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ଆକଳନ ଆହୁରି ସଠିକ ହେବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି । ସେହିପରି ବାଲେଶ୍ୱରରେ ବଜ୍ରପାତ ଗବେଷଣା କେନ୍ଦ୍ର ପାଇଁ କାର୍ଯ୍ୟ ଚାଲିଛି । ଦୁଇ ତିନି ବର୍ଷ ଭିତରେ ବଜ୍ରପାତ ଗବେଷଣା କେନ୍ଦ୍ର ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । 

Post Views: 63
Share200Tweet125Send
Voice of Victims

Voice of Victims

Recent Posts

  • ପତଞ୍ଜଳି ଯୋଗପୀଠ ପକ୍ଷରୁ ଜଳାଭିଷେକ
  • ଅଶୋକଧାମ ପରେ ମହାକାଳ ମନ୍ଦିରରେ ଦଳାଚକଟା ସ୍ଥିତି, ଅନେକ ଶ୍ରଦ୍ଧାଳୁ ଆହତ
  • ରେଡ୍ ଆଲର୍ଟରେ କେନ୍ଦୁଝର, ସ୍କୁଲ-କଲେଜ ଓ ଅଙ୍ଗନୱାଡ଼ି ବନ୍ଦ
  • ହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ
  • ବାଲେଶ୍ଵରରେ ତୁହାକୁ ତୁହା ବର୍ଷା, ତଳିଆ ଅଞ୍ଚଳ ଜଳମଗ୍ନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In