• About Us
  • Contact Us
Monday, April 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କଟକରେ ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ

by Voice of Victims
December 24, 2024
in ମୁଖ୍ୟ ଖବର, ରାଜ୍ୟ
କଟକରେ ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ

ଭୁବନେଶ୍ବର: କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ଏଥିରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ। ବାଜପେୟୀଙ୍କ ଶତବାର୍ଷିକୀ ଜନ୍ମ ଜୟନ୍ତୀ ଉତ୍ସବ ପାଳନ ପୂର୍ବରୁ କଟକରେ ପ୍ରତିମୂର୍ତ୍ତି ସ୍ଥାପନ ହେବା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସମାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ଥର ପାଇଁ ଅଟଳଜୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକରେ ସ୍ଥାପନ କରାଯାଇଛି । କଟକର ଶିଳ୍ପୀ ସଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ୨୨ଜଣ କାରିଗରଙ୍କ ଦ୍ୱାରା କାଠଗଡ଼ା ସାହିସ୍ଥିତ କାରଖାନାରେ ଏହି ମୂର୍ତ୍ତି ତିଆରି କରାଯାଇଛି। ୯୦ କୁଇଣ୍ଟାଲ ଓଜନର ଏହି ପ୍ରତିମୂର୍ତ୍ତିର ଉଚ୍ଚତା ୧୦ ଫୁଟ ୬ ଇଞ୍ଚ ରହିଛି।

Post Views: 40
Share199Tweet125Send
Voice of Victims

Voice of Victims

Recent Posts

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସିରେ ଯୋଗଦେଇଛନ୍ତି ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର ବୋଷ
  • ଅସହ୍ୟ ତାତିରେ ସିଝୁଛି ଓଡ଼ିଶା, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ତାତି
  • ଆଜି ରାଜଧାନୀ ପାଳୁଛି ପ୍ରତିଷ୍ଠା ଦିବସ, ସଜେଇ ହୋଇଛି ରାଜଧାନୀ
  • ଭକ୍ତ ଓ ଭଗବାନଙ୍କ ମିଳନର ପର୍ବ ଚଡ଼କ ଯାତ୍ରା; ଆଜି ନୀଳ ପର୍ବ ଓ କାମିନା ବିବାହ ଅନୁଷ୍ଠିତ
  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ, ସଙ୍ଗୀତ ଜଗତରେ ଗୋଟିଏ ଯୁଗର ଅବସାନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In