• About Us
  • Contact Us
Monday, August 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଚାଷୀଙ୍କ ପାଇଁ ଆଶ୍ବସ୍ତି : ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

by Voice of Victims
December 24, 2024
in ମୁଖ୍ୟ ଖବର, ରାଜ୍ୟ
ଚାଷୀଙ୍କ ପାଇଁ ଆଶ୍ବସ୍ତି : ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ ମଣ୍ଡି ମାନଙ୍କରେ ମଧ୍ୟ ସମାନ ଅବସ୍ଥା। ଏହାକୁ ଦୃଷ୍ଟିରେ ରଖି ଧାନର ମାନ କମ୍‌ ଥିଲେ ବି କିଣିବାକୁ ଘୋଷଣା କରିଛନ୍ତି ସରକାର। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ଯେ, ”ବର୍ଷ କାରଣରୁ ‘ବର୍ଷା ପାଇଁ କ୍ବାଲିଟି କମ୍‌ ଥିଲେ ବି କମ୍ପରମାଇଜ୍‌ କରାଯିବ। ସମସ୍ତ ଚାଷୀଙ୍କ ଧାନ କିଣାଯିବ, ଏଥିପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଟୋକନ୍‌ ଲାପ୍ସ କଲେ ଚାଷୀଙ୍କୁ ଅଧିକ ୧୫ ଦିନ ମହଲତ ମିଳିବ। ଏହାପରେ ମଧ୍ୟ ଓଦା ଧାନ ଶୁଖାଇ ମଣ୍ଡିରେ ବିକ୍ରି ପାଇଁ ଅଧିକ ସମୟ ଦିଆଯିବ। ତେବେ ପାଗ ଖରାପ ଯୋଗୁଁ କିଛି ମଣ୍ଡି ଖୋଲିବା ବିଳମ୍ବ ହେଉଥିବା ମନ୍ତ୍ରୀ କହିଛନ୍ତି।

Post Views: 61
Share198Tweet124Send
Voice of Victims

Voice of Victims

Recent Posts

  • ପତଞ୍ଜଳି ଯୋଗପୀଠ ପକ୍ଷରୁ ଜଳାଭିଷେକ
  • ଅଶୋକଧାମ ପରେ ମହାକାଳ ମନ୍ଦିରରେ ଦଳାଚକଟା ସ୍ଥିତି, ଅନେକ ଶ୍ରଦ୍ଧାଳୁ ଆହତ
  • ରେଡ୍ ଆଲର୍ଟରେ କେନ୍ଦୁଝର, ସ୍କୁଲ-କଲେଜ ଓ ଅଙ୍ଗନୱାଡ଼ି ବନ୍ଦ
  • ହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ
  • ବାଲେଶ୍ଵରରେ ତୁହାକୁ ତୁହା ବର୍ଷା, ତଳିଆ ଅଞ୍ଚଳ ଜଳମଗ୍ନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In