• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତା ଅଟଳ ବିହାରୀ ବାଜପେୟୀ

by Voice of Victims
December 25, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତା ଅଟଳ ବିହାରୀ ବାଜପେୟୀ

ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ ତମ ଜନ୍ମବାର୍ଷିକୀ। ଏହି ଅବସରରେ ସବୁଠି ସ୍ଵତନ୍ତ୍ର ଆୟୋଜନ କରାଯାଇଛି। ଆଜି ସୈଦେବ ଅଟଳ ସ୍ମାରକୀରେ ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ପ୍ରମୁଖ ବ୍ୟକ୍ତି ବିଶେଷ ମାନେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଆଜିର ଦିନକୁ ସୁଶାସନ ଦିବସ ଭାବରେ ପାଳନ କରାଯାଉଛି।  ୧୯୨୪ ମସିହା ଡିସେମ୍ବର ମାସ ୨୫ ତାରିଖ ଅର୍ଥାତ୍ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ପ୍ରବାଦ ପୁରୁଷ। କୃଷ୍ଣ ବିହାରୀ ବାଜପେୟୀ ତାଙ୍କ ପିତାଙ୍କ ନାମ ଥିବାବେଳେ ମାଆ ଥିଲେ କୃଷ୍ଣ ଦେବୀ। ଗ୍ବାଲିୟରରେ ଆରମ୍ଭ ହୋଇଥିଲା ବାଜପେୟୀଙ୍କର ପ୍ରାରମ୍ଭିକ ଶିକ୍ଷା। ଭିକ୍ଟୋରିଆ କଲେଜରୁ ସ୍ନାତକ ଏବଂ କାନପୁର ଡିଏଭି କଲେଜରେ ସେ ରାଜନୀତି ବିଜ୍ଞାନରେ ଏମଏ କରିଥିଲେ। ୧୯୯୬ ମସିହା ମେ ୧୬ ତାରିଖରେ ସେ ଦେଶର ଦଶମ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। କିନ୍ତୁ ତାଙ୍କୁ ଇସ୍ତଫା ଦେବାକୁ ପଡିଥିଲା। ପୁର୍ନବାର ୧୯୯୮ ମାର୍ଚ୍ଚ ୧୯ ତାରିଖରେ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଇଥିଲେ ଅଟଳ ବିହାରୀ ବାଜପେୟୀ। ୧୯୯୨ ମସିହାରେ ତାଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ପରେ ୧୯୯୪ରେ ଲୋକମାନ୍ୟ ତିଲକ, ଶ୍ରେଷ୍ଠ ସାଂସଦ ପୁରସ୍କାର ପ୍ରଦାନ କରାଯାଇଥିଲା। ୨୦୦୦ ମସିହାରେ ଧିରେ ଧିରେ ତାଙ୍କ ସ୍ଵାସ୍ଥ୍ୟବସ୍ଥା ଖରାପ ହେବାରେ ଲାଗିଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ୨୦୧୮ ମସିହା ଅଗଷ୍ଟ ୧୬ ତାରିଖରେ ତାଙ୍କର ଦେହାନ୍ତ ଘଟିଥିଲା।

Post Views: 45
Tags: Atal Bihari Vajpayee
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In