• About Us
  • Contact Us
Saturday, April 18, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଏଥର ହେବ କଲେଜ ନିର୍ବାଚନ

by Voice of Victims
December 26, 2024
in ମୁଖ୍ୟ ଖବର, ରାଜ୍ୟ
ଏଥର ହେବ କଲେଜ ନିର୍ବାଚନ

????????????????????????????????????

ଭୁବନେଶ୍ୱର:  କମ୍ପିବ କଲେଜ୍‌ କ୍ୟାମ୍ପସ୍‌ । ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ଛାତ୍ର ସଂସଦ ନିର୍ବାଚନ ହେବ  । ଏଥିପାଇଁ  କଲେଜ କ୍ୟାମ୍ପସ୍‌ ସରଗରମ୍‌ ହେବ । କଲେଜ ନିର୍ବାଚନକୁ ନେଇ ଗୁରୁବାର ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ । କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ଏବିଭିପି କାର୍ଯ୍ୟକ୍ରମରେ ଯୋଗନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ସରକାର କଲେଜ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିଲେ । କିନ୍ତୁ ରାଜ୍ୟର ବିଜେପି ସରକାର ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ କରିବାକୁ ନିଷ୍ପତ୍ତି ନେଇଛନ୍ତି । 

Post Views: 64
Share202Tweet126Send
Voice of Victims

Voice of Victims

Recent Posts

  • “ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ
  • ରାଜ୍ୟପାଳଙ୍କୁ ଭେଟିଲେ ପୋଲିସ କମିଶନର, ରାଜଭବନରେ IRS ଅଫିସରଙ୍କ ସହ ଉପୁଜିଥିବା ବିବାଦ ମାମଲା
  • ପୁଣି ହର୍ମୁଜ୍ ପ୍ରଣାଳୀ ବନ୍ଦ କଲା ଇରାନ: ଆମେରିକା ଉପରେ ଆଣିଲା ଯୁଦ୍ଧବିରତି ଉଲ୍ଲଂଘନ ଅଭିଯୋଗ
  • ଶିକ୍ଷକଙ୍କ ଅକାଳ ଦେହାନ୍ତ, ଶିକ୍ଷା ମଣ୍ଡଳୀରେ ଶୋକର ଛାୟା
  • ଡି ପି ଏସ କଳିଙ୍ଗ ଛାତ୍ରୀ ଆଦ୍ୟାଶାଙ୍କ ସଫଳତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In