• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜ୍ୟ ସରକାର ଗଠନ କଲେ ଓଡ଼ିଶା ଲ’ କମିସନ

by Voice of Victims
December 27, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟ ସରକାର ଗଠନ କଲେ ଓଡ଼ିଶା ଲ’ କମିସନ

ଭୁବନେଶ୍ୱର: ପୂର୍ବ ଘୋଷଣା ଅନୁସାରେ ରାଜ୍ୟ ସରକାର ଗଠନ କରିଛନ୍ତି ଓଡ଼ିଶା ଲ’ କମିସନ। ଏଥିରେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ବିଶ୍ୱନାଥ ରଥ ଅଧ୍ୟକ୍ଷତା ଥିବାବେଳେ ଦୁଇଜଣ ସଦସ୍ୟ, ଦୁଇ ଜଣ ଏକ୍ସ-ଅଫିସିଓ ସଦସ୍ୟ ଏବଂ ଜଣେ ମେମ୍ବର ସଦସ୍ୟ ରହିବେ। ରାଜ୍ୟରେ ଆଇନଗତ ସଂସ୍କାର ଓ ଆବଶ୍ୟକୀୟ ବିଧେୟକ ପ୍ରଣୟନ ଦିଗରେ ଏହି ଲ’ କମିସନ ରାଜ୍ୟ ସରକାରଙ୍କୁ ସହଯୋଗ ଓ ପରାମର୍ଶ ଦେବେ। ଶୁକ୍ରବାର ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନବଗଠିତ ଓଡ଼ିଶା ଲ’ କମିସନରେ ଦୁଇ ବରିଷ୍ଠ ଆଇନଜୀବୀ ସଦସ୍ୟ ଭାବେ କାର୍ଯ୍ୟ କରିବେ। ସେମାନେ ହେଉଛନ୍ତି ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର ମହାପାତ୍ର। ଆଡଭୋକେଟ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଏବଂ ଆଇନ ବିଭାଗର ପ୍ରମୁଖ ସଚିବ ଏକ୍ସ-ଅଫିସିଓ ସଦସ୍ୟ ଅଛନ୍ତି। ମେମ୍ବର ସଚିବ ଭାବେ ଜଣେ ଅତିରିକ୍ତ ସଚିବ(ଏକ୍ସ ଅଫିସିଓ) କାର୍ଯ୍ୟ କରିବେ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In