• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଫୁଡ ବ୍ଲଗର ସୋନାଲୀଙ୍କ ମିଳିଲା ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

by Voice of Victims
December 30, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଫୁଡ ବ୍ଲଗର ସୋନାଲୀଙ୍କ ମିଳିଲା ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଭୁବନେଶ୍ବର: ଆଜି ରାଜଧାନୀରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଫୁଡ ବ୍ଲଗର ସୋନାଲୀ ସଂଘମିତ୍ରା ପରିଡାଙ୍କ ଆଜି ଝୁଲନ୍ତା ଅବସ୍ଥାରେ ଥିବା ମୃତଦେହ। ସେ ଆତ୍ମହତ୍ୟା କରିଥିବାର ଅନୁମାନ କରାଯାଉଛି। ହେଲେ ପରିବାର ଲୋକେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ ଆଣିଛନ୍ତି। ତେବେ ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଘଟଣାରୁ ଜଣାପଡିଛି ଯେ, ସୋନାଲୀ ପ୍ରାୟ ୩ ବର୍ଷ ହେବ ଇନଫୋସିଟି ଥାନା ପଟିଆ ଆଦର୍ଶ ବିହାର ଲେନ୍‌-୨ସ୍ଥିତ ଏକ ହଷ୍ଟେଲରେ ରହୁଥିଲେ। ଗତକାଲି ପରିବାର ଲୋକେ ତାଙ୍କୁ ବାରମ୍ବାର ଫୋନ୍‌ କରିଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନ ଥିଲେ। ଏହାପରେ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଫୋନ୍‌ କରିବାରୁ ଝିଅ ଗୁରୁତର ଥିବା କହିଥିଲେ। ମାତ୍ର ପରିବାର ଲୋକେ ପହଞ୍ଚି ଝିଅର ମୃତଦେହ ହଷ୍ଟେଲର ଶୌଚାଳୟରେ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲେ। ସୋନାଲି ସଂଘମିତ୍ରା ପରିଡ଼ାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାରେ ହୋଇଥିବା ବେଳେ ସେ ଭୁବନେଶ୍ୱରର ଏକ ବିଲଡର ସଂସ୍ଥାରେ ପ୍ରାୟ ୨ ବର୍ଷ ହେବ କାମ କରୁଥିଲେ। ଏଥିସହ ସେ ଜଣେ ଫୁଡ ବ୍ଲଗର ଭାବେ ସୋସିଆଲ ମିଡିଆରେ ବେଶ୍‌ ଜଣାଶୁଣା। ସେ ଏଥିରେ ନିୟମିତ ଭାବେ ଭିଡିଓ ପୋଷ୍ଟ କରୁଥିଲେ।

Post Views: 56
Tags: Food blogger Sonali's body found hanging
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In