• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ନୂଆ ବର୍ଷର ଉପହାର ୨କୋଟି ଘର : ମୋଦୀ

by Voice of Victims
December 31, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ନୂଆ ବର୍ଷର ଉପହାର ୨କୋଟି ଘର : ମୋଦୀ

ନୂଆଦିଲ୍ଲୀ: ନୂଆ ବର୍ଷର ଉପହାର ଦେଲେ ମୋଦୀ, ଗରିବଙ୍କୁ ମିଳିବ ଆହୁରି ୨କୋଟି ଘର। ବିଜେପି ୨୦୨୪ ଲୋକସଭା ନିର୍ବାଚନ ଇସ୍ତାହାରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଆଉ ତିନି କୋଟି ଘର ନିର୍ମାଣର ପ୍ରତିଶ୍ରୁତି ଦେଇଥିଲା। ଏବେ ଏହି ପ୍ରତିଶ୍ରୁତି ପୂରଣ କରିଛି ବିଜେପି। ୩କୋଟିରୁ ୨କୋଟି ଘର ଗ୍ରାମାଞ୍ଚଳ ଓ ୧କୋଟି ଘର ସହରାଞ୍ଚଳରେ ନିର୍ମାଣ ହେବ । ଏନେଇ ବର୍ଷ ଆରମ୍ଭରୁ ହିତାଧିକାରୀଙ୍କୁ ଚିହ୍ନଟ କରିବା ପାଇଁ ସର୍ଭେ ଆରମ୍ଭ ହେବ, ଯାହା ଆସନ୍ତା ତିନି ମାସ ମଧ୍ୟରେ ଅର୍ଥାତ୍  ୩୧ମାର୍ଚ୍ଚ, ୨୦୨୫ସୁଦ୍ଧା ଶେଷ ହେବ ବୋଲି ଜଣାପଡ଼ିଛି। ଡିସେମ୍ବର ୨୭ରେ ଏନେଇ ସମସ୍ତ ରାଜ୍ୟକୁ ଚିଠି ପଠାଯାଇଥିବା ଜଣାଯାଇଛି। ସୂଚନା ମୁତାବକ, ଗ୍ରାମାଞ୍ଚଳ ନେଇ ସର୍ଭେ ଆରମ୍ଭ ହେବାକୁ ଥିବା ବେଳେ ସହରାଞ୍ଚଳ ପାଇଁ ସର୍ଭେ ଆରମ୍ଭ ହୋଇସାରିଛି। ଅତିରିକ୍ତ ତିନି କୋଟି ଘର ନିର୍ମାଣ କାର୍ୟ୍ୟ ମାର୍ଚ୍ଚ ୩୧, ୨୦୨୯ ଭିତରେ ସମାପ୍ତ କରିବାର ଲକ୍ଷ୍ୟ ରଖାଯାଇଛି।

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In